Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’ ସରସ୍ୱତୀଙ୍କ ପୂଜା କଲେ ଧାରଣାରେ ବସିଥିବା ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ
ଆଜିର ଖବର

ମା’ ସରସ୍ୱତୀଙ୍କ ପୂଜା କଲେ ଧାରଣାରେ ବସିଥିବା ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ

February 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ଉନ୍ନତି ପାଇଁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଧାରଣାର ଷଷ୍ଠ ଦିନ। ଷଷ୍ଠ ଦିନରେ ମା’ ସରସ୍ଵତୀଙ୍କ ପୂଜା ଥିବାରୁ ବିଦ୍ୟା ଦାୟିନୀ ମା’ ସରସ୍ଵତୀଙ୍କ ପୂଜା ଧାରଣା ସ୍ଥଳରେ ହୋଇଛି।

ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD Act 2016, RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି ତତସହିତ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌କୁ ଦୁଇବର୍ଷରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ରାଜ୍ୟ ସରକାର କ’ଣ ପାଇଁ ନିଯୁକ୍ତି ବାହାର କରୁନାହାଁନ୍ତି, ବୋଲି ମିଳିତ ମଞ୍ଚ ପ୍ରଶ୍ନ କରିଛି।

ଏହି ପୂଜା ଅବସରରେ ମିଳିତ ମଞ୍ଚ ରାଜ୍ୟ ସରକାର‌ଙ୍କୁ ନିବେଦନ କରିଛି। ଆପଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ବିକାଶ ବିଷୟକୁ ସହୃଦୟତାର ସହ ନେଇ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରନ୍ତୁ ବୋଲି ମିଳିତ ମଞ୍ଚ ଦାବି କରିଛି।

ଧାରଣା ଭୁବନେଶ୍ବର ମା ସରସ୍ୱତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026
Latest News

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.