Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗରେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣର ପ୍ରତିବାଦ: କାଲି ଭାରତୀୟ ଡାକ୍ତରୀ ସଂଘର ଦେଶବ୍ୟାପୀ ଆନ୍ଦୋଳନ
ଆଜିର ଖବର

ପଶ୍ଚିମବଙ୍ଗରେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣର ପ୍ରତିବାଦ: କାଲି ଭାରତୀୟ ଡାକ୍ତରୀ ସଂଘର ଦେଶବ୍ୟାପୀ ଆନ୍ଦୋଳନ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
IMA stike
IMA stike

ପଶ୍ଚିମବଙ୍ଗରେ ଡାକ୍ତରଙ୍କ ଆନ୍ଦୋଳନ ଷଷ୍ଠ ଦିନରେ ପହଞ୍ଚିଛି । ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ ପଶ୍ଚିମବଙ୍ଗର ଜୁନିଅର ଡାକ୍ତରମାନେ ଧର୍ମଘଟ କରିଛନ୍ତି । ଏହି ଧର୍ମଘଟକୁ ସମର୍ଥନ କରିଛି ଭାରତୀୟ ଡାକ୍ତର ସଂଘ । ସୋମବାର ଦିନ ଦେଶବ୍ୟାପୀ ୨୪ ଘଣ୍ଟ ଧର୍ମଘଟ କରିବାର ଘୋଷଣା କରାଯାଇଛି । ଏହାଦ୍ବାରା ସକାଳ ୬ଟାରୁ୨୪ ଘଣ୍ଟା ପାଇଁ ବହିଃଚିକିତ୍ସା ବନ୍ଦ ରହିବ। ସକାଳ ୧୦ଟାରୁ ଦିଲ୍ଲୀସ୍ଥିତ ଆଇଏମ୍‌ଏ୍‌ ମୁଖ୍ୟାଳୟରେ ଧାରଣା କରିବେ ବୋଲି ସୂଚନା ରହିଛି । ଆଇଏମ୍‌ଏର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାଜନ ଶର୍ମା କହିଛନ୍ତି ଯେ, ପ୍ରଥମଥର କର୍ପୋରେଟ୍‌ ହସ୍‌ପିଟାଲ୍‌ ଏହି ଧର୍ମଘଟରେ ସାମିଲ୍‌ ହେଉଛି ।  ଶର୍ମା ଆହୁରି ମଧ୍ୟ କହିଛନ୍ତି ଯେ, ଏମ୍‌ ଓ ସଫଦରଗଞ୍ଜର ଘରୋଇ ଡାକ୍ତରଙ୍କୁ ମଧ୍ୟ ଏହି ଆନ୍ଦୋଳନରେ ସାମିଲ୍‌ କରିବା ପାଇଁ ଅପିଲ୍‌ କରାଯାଇଛି । ତେବେ ଗତକାଲି ମମତା ବାନାର୍ଜୀ ଡାକ୍ତରଙ୍କ ସମସ୍ତ ଦାବିକୁ ମାନିନେବା ସହିତ ଧର୍ମଘଟ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.