Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଉପରେ ଅଭିଯୋଗ ଆଣିଥିବା କାନାଡାର ବଦଳିଲା ସ୍ଵର: ଖଲିସ୍ତାନୀ ବିଷୟରେ କହିଲେ ଏଭଳି କଥା
ଅନ୍ତରାଷ୍ଟ୍ରୀୟ

ଭାରତ ଉପରେ ଅଭିଯୋଗ ଆଣିଥିବା କାନାଡାର ବଦଳିଲା ସ୍ଵର: ଖଲିସ୍ତାନୀ ବିଷୟରେ କହିଲେ ଏଭଳି କଥା

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ଉପରେ ଅଭିଯୋଗ ଆଣିଥିବା କାନାଡା ସରକାର ଏବେ ନିଜ ସ୍ଵର ବଦଳାଇଛନ୍ତି। କାନାଡା ସରକାର କହିଛନ୍ତି ଯେ, ଖଲିସ୍ତାନୀ ସମର୍ଥକ ନେତା ହରଦୀପ ସିଂ ନିଜ୍ଜରଙ୍କ ସହଯୋଗୀଙ୍କ ଘରକୁ ଟାର୍ଗେଟ କରି ଗୁଳି ଚଳାଇଥିବା ୨ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ଏହି ପ୍ରସଙ୍ଗରେ କୌଣସି ବିଦେଶୀ ହସ୍ତକ୍ଷେପ ହୋଇନାହିଁ।

ମଙ୍ଗଳବାର ଦିନ କାନାଡାର ଆଇନ ପ୍ରଣୟନକାରୀଙ୍କ ଦ୍ଵାରା ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହି ବିଜ୍ଞପ୍ତିରେ, ରୟାଲ କାନାଡିୟ ମାଉଣ୍ଟେଡ ପୋଲିସର ସରେ ଟିମ ସୂଚନା ଦେଇଛି ଯେ, ଘଟଣା ସମୟରେ ଏହି ଘଟଣା ଏକ ବିଦେଶୀ ଦେଶର ହସ୍ତକ୍ଷେପ ସହ ଜଡିତ ଥିବାର ଅନୁମାନ କରାଯାଇଥିଲା। ତଥାପି, ଯେତେବେଳେ ଯାଞ୍ଚ କରାଯାଇଥିଲା, ଏହି ପ୍ରସଙ୍ଗରେ ବିଦେଶୀ ହସ୍ତକ୍ଷେପର କୌଣସି ପୃଷ୍ଟି ହୋଇନାହିଁ।

 

Breaking News Hardeep Singh Nijjar Khalistan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ନୂଆବର୍ଷକୁ ହର୍ସ ଉଲ୍ଲାସର ସହ ସ୍ୱାଗତ କଲେ ରାଜ୍ୟବାସୀ

January 2, 2026

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026
Latest News

ଇଂରାଜୀ ନୂଆବର୍ଷକୁ ହର୍ସ ଉଲ୍ଲାସର ସହ ସ୍ୱାଗତ କଲେ ରାଜ୍ୟବାସୀ

January 2, 2026

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.