Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନିଅର ଡାକ୍ତରଙ୍କ ସହ ସାକ୍ଷାତ କଲେ ମମତା ବାନାର୍ଜୀ
ଆଜିର ଖବର

ଜୁନିଅର ଡାକ୍ତରଙ୍କ ସହ ସାକ୍ଷାତ କଲେ ମମତା ବାନାର୍ଜୀ

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗରେ ଜୁନିଅର ଡାକ୍ତରଙ୍କ ଆକ୍ରମଣ ପ୍ରତିବାଦରେ ଆନ୍ଦୋଳନର ସପ୍ତାହକ ପରେ ପରେ ମମତା ସରକାର ନରମିଛନ୍ତି । ମମତା ବାନାର୍ଜୀ ୨୮ ଜଣିଆ ଡାକ୍ତରୀ ଛାତ୍ର ଉପସ୍ଥିତ ରହିଛନ୍ତି । ଡାକ୍ତରଙ୍କ ସହ ମିଡିଆ ସାମ୍ନାରେ ଆଲୋଚନା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସହମତି ପ୍ରକାଶ କରିଛନ୍ତି। ଏହା ପୂର୍ବରୁ ରବିବାର ଡାକ୍ତରମାନେ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିବାକୁ ସହମତି ପ୍ରକାଶ କରିଥିଲେ, ମାତ୍ର  ସେମାନଙ୍କର କହିବା କଥା ଆଲୋଚନା ବନ୍ଦ କୋଠରୀରେ  ହେବ ନାହିଁ ବରଂ ମିଡିଆ କ୍ୟାମେରା ସାମ୍ନାରେ  ହେବ। ଏହି ମିଟିଂରେ  ପଶ୍ଚିମବଙ୍ଗର ପ୍ରତ୍ୟେକ ମେଡିକାଲ କଲେଜରୁ ୨ ଜଣ ପ୍ରତିନିଧି ସାମିଲ ହେବେ। ମମତା ବାନାର୍ଜୀ ସରକାରଙ୍କ ପକ୍ଷରୁ ଶନିବାର ରାତିଠୁ ଡାକ୍ତରଙ୍କ ସହିତ ଆଲୋଚନା କରିବାକୁ ଉଦ୍ୟମ  ଜାରି ରଖିଥିଲେ। ମାତ୍ର ଡାକ୍ତରଙ୍କ ମମତା ନିଜେ ଏନଆରଏସ ମେଡିକାଲ କଲେଜ୍ ଆସି ଆହତ ଡାକ୍ତରଙ୍କୁ ଦେଖିବା ସହିତ ସେମାନଙ୍କର ସମସ୍ୟା ବିଷୟରେ ଆଲୋଚନା କରିବାକୁ ଦାବି କରିଥିଲେ, ଯାହାକୁ ମମତା ସରକାର ମାନି ନେଇଛନ୍ତି । ମମତା ଡାକ୍ତରଙ୍କ ସହିତ ବାର୍ତ୍ତାଳାପ ଜାରି ରଖିବା ସହିତ ମିଡ଼ିଆକୁ ଦୂରେଇ ରଖିଛନ୍ତି । ଡାକ୍ତରଙ୍କ ଆକ୍ରମଣକୁ ଦୃଢ ନିନ୍ଦା କରିବା ସହିତ ଏହି ସମସ୍ୟାର ସମାଧାନ ନିତାନ୍ତ ଆବଶ୍ୟକ ବୋଲି କହିଛନ୍ତି ମମତା । ସେହିପରି ଆକ୍ରମଣକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମମତା କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.