Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଣ୍ଡୋରିରେ ବଡ଼ ଦୁର୍ଘଟଣା, ପିକଅପ୍ ଗାଡି ଓଲଟି ୧୪ ମୃତ, ୨୧ ଆହତ
ଆଜିର ଖବର

ଡିଣ୍ଡୋରିରେ ବଡ଼ ଦୁର୍ଘଟଣା, ପିକଅପ୍ ଗାଡି ଓଲଟି ୧୪ ମୃତ, ୨୧ ଆହତ

February 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଶାହପୁରା କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି। କୁହାଯାଉଛି ଯେ, ବ୍ରେକ୍ ଫେଲ ହେତୁ ଏହି ଦୁର୍ଘଟଣା ଘଟିଛି। ଡିଣ୍ଡୋରି ଜିଲ୍ଲାରେ ଏକ ଗାଡି ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନର ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗଭୀର ସମବେଦନା ଜଣାଇଛନ୍ତି।

ଏହା ସହିତ ମଧ୍ୟପ୍ରଦେଶ ସରକାର ଡିଣ୍ଡୋରି ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

accident madhyapradesh
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.