Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ ନିଷ୍ପତ୍ତି: ୫୦ ପ୍ରତିଶତ ବୃଦ୍ଧି ହେଲା ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ ନିଷ୍ପତ୍ତି: ୫୦ ପ୍ରତିଶତ ବୃଦ୍ଧି ହେଲା ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’

March 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର ଦୈନିକ ଓ ରିଟେନର ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସରମାନେ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଲ’ ଅଫିସର ମାନଙ୍କ ଦୈନିକ ଓ ରିଟେନର ଫି’ କୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ସରକାରୀ ଓକିଲମାନେ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ଫି’ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ ସହକାରୀ ସରକାରୀ ଓକିଲ ମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ଫି’ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ ଗଭର୍ଣ୍ଣମେଣ୍ଟ ପ୍ଳିଡର ଏବଂ ୧୧୩ ଜଣ ଆସିଷ୍ଟାଣ୍ଟ ଗଭର୍ଣ୍ଣମେଣ୍ଟ ପ୍ଳିଡର ପୂର୍ବରୁ ରିଟେନର ଫି’ ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

naveen pattanaik
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ସରକାରରେ ଯୋଗଦେଲେ ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ, ମନ୍ତ୍ରୀ ହରିଚନ୍ଦନ ଦେଲେ ଦିଗଦର୍ଶନ

February 18, 2026

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ, କାରଣରେ ସେ କହିଲେ…

February 18, 2026
Latest News

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.