Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପାକିସ୍ତାନର ପୂର୍ବତନ କ୍ରିକେଟର: ଜାଣନ୍ତୁ କାହିଁକି?
ଜାତୀୟ ଖବର

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପାକିସ୍ତାନର ପୂର୍ବତନ କ୍ରିକେଟର: ଜାଣନ୍ତୁ କାହିଁକି?

March 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନିକଟରେ ଭାରତରେ କେନ୍ଦ୍ର ସରକାର CAA ଆଇନ ଲାଗୁ କରିବାକୁ ଘୋଷଣା କରିଛନ୍ତି। କେବଳ ଭାରତୀୟ ନୁହଁନ୍ତି ପଡୋଶୀ ଦେଶ ପାକିସ୍ତାନର ପୂର୍ବତନ କ୍ରିକେଟର ଦାନିଶ କାନେରିଆ ମଧ୍ୟ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିରେ ବହୁତ ଖୁସି ଅଛନ୍ତି। ମୋଦୀ ସରକାରଙ୍କ ଦ୍ୱାରା ନାଗରିକତା (ସଂଶୋଧନ) ଅଧିନିୟମ ୨୦୧୯ ଲାଗୁ ହେବା ପରେ ଦାନିଶ ନିଜର ପ୍ରତିକ୍ରିୟା ଦେଇଛନ୍ତି। ୪୩ ବର୍ଷୀୟ ପୂର୍ବତନ କ୍ରିକେଟର ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

CAA ନିୟମ ଅନୁଯାୟୀ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଆସୁଥିବା ଲୋକଙ୍କ ପାଇଁ ଭାରତୀୟ ନାଗରିକତ୍ୱ ପାଇବା ସହଜ ହେବ। ଭାରତ ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରି ଦାନିଶ କହିଛନ୍ତି ଯେ, ‘ସମସ୍ତଙ୍କର ଅଭିବ୍ୟକ୍ତିର ସ୍ୱାଧୀନତା ଅଛି … PM ମୋଦିଙ୍କୁ ଧନ୍ୟବାଦ’।

ଆଇଏନ୍ଏସ୍ ନ୍ୟୁଜ୍ ଏଜେନ୍ସି ସହିତ ସ୍ୱତନ୍ତ୍ର ଭାବେ କଥାବାର୍ତ୍ତା କରୁଥିବାବେଳେ ଦାନିଶ୍ କହିଛନ୍ତି ଯେ, “ଏହା ଏକ ଭଲ କଥା। ସମସ୍ତେ ଏଥିରୁ ଉପକୃତ ହେବେ। ଭାରତର ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହା ବହୁତ ଭଲ ପଦକ୍ଷେପ ନେଇଛନ୍ତି। ସଂଖ୍ୟାଲଘୁ ଏବଂ ହିନ୍ଦୁମାନଙ୍କ ପାଇଁ ଏହା ବହୁତ ଭଲ।”

ପୂର୍ବତନ କ୍ରିକେଟର ଆହୁରି କହିଛନ୍ତି ଯେ, ଜଣେ ହିନ୍ଦୁ ଏବଂ ସନାତନ ହୋଇଥିବାରୁ ମୋର ସାଥୀମାନଙ୍କ ପାଇଁ ସ୍ୱର ଉତ୍ତୋଳନ କରିବା ମୋର କର୍ତ୍ତବ୍ୟ। ଜଣେ ହିନ୍ଦୁ ହୋଇ ମୋର ପ୍ରଭୁ ହନୁମାନ ଏବଂ ପ୍ରଭୁ ରାମଙ୍କ ସହିତ ଗଭୀର ସମ୍ପର୍କ ଅଛି। ଲୋକମାନେ ଏହାକୁ ଏକ ନକାରାତ୍ମକ ଜିନିଷ ଭାବରେ ଦେଖିବା ଉଚିତ୍ ନୁହେଁ। ସମସ୍ତଙ୍କର ଅଭିବ୍ୟକ୍ତିର ସ୍ୱାଧୀନତା ଅଧିକାର ଅଛି।

caa danish kaneria india pakistan Pakistan Cricket Team
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.