Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଭାରତ ଓ ଭୁଟାନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରକୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ
ଆଜିର ଖବର

ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଭାରତ ଓ ଭୁଟାନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରକୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ

March 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ସହଯୋଗ ସମ୍ପର୍କରେ ଭୁଟାନ ଖାଦ୍ୟ ଓ ଔଷଧ ପ୍ରାଧିକରଣ (ବିଏଫ୍‌ଡିଏ), ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ, ରୟାଲ ଗଭର୍ଣ୍ଣମେଣ୍ଟ ଏବଂ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (ଏଫଏସଏସଏଆଇ) ମଧ୍ୟରେ ହୋଇଥିବା ବୁଝାମଣାପତ୍ର ସ୍ୱାକ୍ଷରକୁ ଅନୁମୋଦନ ମିଳିଛି।

ଭୁଟାନ ଖାଦ୍ୟ ଓ ଔଷଧ ପ୍ରାଧିକରଣ (ବିଏଫ୍‌ଡିଏ), ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ, ରୟାଲ ଗଭର୍ଣ୍ଣମେଣ୍ଟ ଅଫ୍ ଭୁଟାନ ଏବଂ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (ଏଫଏସଏସଏଆଇ) ମଧ୍ୟରେ ଏହି ବୁଝାମଣା ସ୍ୱାକ୍ଷରିତ ହେବା ଦ୍ୱାରା ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ବାଣିଜ୍ୟ ସହଜ ହେବ। ଭାରତକୁ ଉତ୍ପାଦ ରପ୍ତାନି କରିବା ସମୟରେ ଏଫଏସଏସଏଆଇ ଦ୍ୱାରା ନିର୍ଦ୍ଧାରିତ ଆବଶ୍ୟକତା ଅନୁପାଳନର ପ୍ରମାଣ ଭାବରେ ବିଏଫ୍‌ଡିଏ ଏକ ସ୍ୱାସ୍ଥ୍ୟ ପ୍ରମାଣପତ୍ର ଜାରି କରିବ। ଏହା ଦ୍ୱାରା ଇଜ ଅଫ୍ ଡୁଇଂ ବିଜନେସ୍ (ବ୍ୟବସାୟରେ ସହଜତା) କୁ ପ୍ରୋତ୍ସାହନ ମିଳିବ ଏବଂ ଉଭୟ ପକ୍ଷର ଅନୁପାଳନ ଖର୍ଚ୍ଚ ହ୍ରାସ ପାଇବ।

bhutan india narendra modi union cabinet
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026
Latest News

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.