Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Election News: ଆଜି ଘୋଷଣା ହେବ ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ
ଆଜିର ଖବର

Election News: ଆଜି ଘୋଷଣା ହେବ ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ

March 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Election News
Election News: ଆଜି ଘୋଷଣା ହେବ ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ

Election News: ବହୁ ପ୍ରତୀକ୍ଷାର ଆଜି ଅନ୍ତ ଘଟିବ। ଆଜି ଘୋଷଣା ହେବ ଲୋକସଭା ଏବଂ ବିଧାନସଭା ନିର୍ବାଚନ ତାରିଖ। ଆଜି ଶନିବାର ଅପରାହ୍ନ ୩ ଟାରେ ଏହି ତାରିଖ ଘୋଷଣା କରାଯିବ ବୋଲି ଭାରତର ନିର୍ବାଚନ ଆୟୋଗ ଶୁକ୍ରବାର ଦିନ କହିଛନ୍ତି। ନିର୍ବାଚନ କମିସନଙ୍କ କାର୍ଯ୍ୟାଳୟ ତରଫରୁ ସାମାଜିକ ଗଣମାଧ୍ୟମରେ ରେ ଏକ ସଂକ୍ଷିପ୍ତ ବିବୃତ୍ତି ପୋଷ୍ଟ କରିଛି। ସେଥିରେ କୁହାଯାଇଛି ଯେ ଲୋକସଭା ଏବଂ ଚାରିଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ପ୍ରକାଶ ପାଇବ।

ଆଜି ତାରିଖ ଘୋଷଣା ହେବା ମାତ୍ରେ ସାରା ଦେଶରେ ନିର୍ବାଚନ ଆଚରଣ ବିଧି ଲାଗୁ ହେବ।୨୦୧୯ ନିର୍ବାଚନ ଏପ୍ରିଲ ୧୧ ରୁ ମେ ୧୯ ପର୍ଯ୍ୟନ୍ତ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା ଏବଂ ଫଳାଫଳ ଚାରି ଦିନ ପରେ ଘୋଷିତ ହୋଇଥିଲା। ଯେଉଁ ଚାରିଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବ ସେଗୁଡିକ ହେଉଛି ଅରୁଣାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଓଡିଶା ଏବଂ ସିକ୍କିମ।

Election2024 odishaelection2024 ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.