Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ଯୋଗ ଦେଲେ ନୂଆ ବିଡିଓ ହଳଧର ଶବର
ଆଞ୍ଚଳିକ

ଚିଲିକା ବ୍ଲକରେ ଯୋଗ ଦେଲେ ନୂଆ ବିଡିଓ ହଳଧର ଶବର

March 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ବ୍ଲକରେ ଯୋଗ ଦେଲେ ନୂଆ ବିଡିଓ ହଳଧର ଶବର

ଚିଲିକା( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ନୂତନ ବିଡ଼ିଓ ଭାବେ ବରିଷ୍ଠ ଓଏଏସ ଅଧିକାରୀ ହଳଧର ଶବର କାର୍ଯ୍ୟରେ ଯୋଗ ଦେଇଛନ୍ତି। 2015 ବ୍ୟାଚ ଓଏଏସ ଅଧିକାରୀ ଶ୍ରୀ ଶବର ଏହା ପୂର୍ବରୁ ଗଜପତି ଜିଲ୍ଲା ମୋହନା ବ୍ଲକରେ ବିଡ଼ିଓ ଭାବେ କାର୍ଯ୍ୟରତ ଥିଲେ।

କାର୍ଯ୍ୟରେ ଯୋଗ ଦେବା ପରେ ସେ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ।ବ୍ଲକରେ ପୂର୍ବରୁ ବାକି ଥିବା ସମସ୍ତ କାର୍ଯ୍ୟ ସହିତ ପାନୀୟ ଜଳଯୋଗାଣ ଓ ପରିମଳ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ତେବେ ବର୍ତ୍ତମାନ ବ୍ଲକରେ ସାଧାରଣ ଓ ବିଧାନସଭା ନିର୍ବାଚନ କିପରି ଅବାଧ, ମୁକ୍ତ ଓ ନିରପେକ୍ଷ ଭାବେ କରାଯିବ ତାହା ପ୍ରଥମ ପ୍ରାଥମିକତା ରହିବ ବୋଲି କହିଛନ୍ତି ଶ୍ରୀ ଶବର।

ନୂତନ ବିଡ଼ିଓଙ୍କୁ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ ଏବଂ ସମସ୍ତ କର୍ମଚାରୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ବଦଳି ନିର୍ଦ୍ଦେଶ ନାମା ଅନୁସାରେ ବିଦାୟୀ ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀଙ୍କୁ କଟକ ଜିଲ୍ଲା ନିଆଳି ବ୍ଲକ ବିଡ଼ିଓ ଭାବେ ନିଯୁକ୍ତ ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.