Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବକପ୍‌ ଦଳରୁ ବାଦ ପଡିଲେ ଧଓ୍ବନ୍‌ : ଋଷଭ ପନ୍ତ ସାମିଲ
ଆଜିର ଖବର

ବିଶ୍ବକପ୍‌ ଦଳରୁ ବାଦ ପଡିଲେ ଧଓ୍ବନ୍‌ : ଋଷଭ ପନ୍ତ ସାମିଲ

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ କ୍ରିକେଟ ବିଶ୍ବକପ୍‌ରେ ଭାରତକୁ ବଡ ଝଟ୍‌କା । ଭାରତୀୟ ଓପ୍‌ନର ବାମହାତୀ ଶିଖର ଧଓ୍ବନ୍‌ ବିଶ୍ବକପ୍‌ରୁ ବାଦ ପଡିଛନ୍ତି । ଆଙ୍ଗୁଠିରେ ଆଘାତ ଯୋଗୁଁ ଧଓ୍ବନ୍‌ ବାଦ ପଡିଥିବା ବେଳେ ଧଓ୍ବନ୍‌ଙ୍କ ସ୍ଥାନରେ ବଦଳ ଖେଳାଳି ଭାବରେ ଯୋଗ ଦେଇଥିବା ଋଷଭ ପନ୍ତଙ୍କୁ ଦଳରେ ସାମିଲ କରାଯାଇଛି । ପନ୍ତଙ୍କ ସ୍ଥାନରେ ଧଓ୍ବନଙ୍କୁ ସାମିଲ କରାଇବା ନେଇ ଆଇସିସି ନିକଟରେ ଆବେଦନ କରାଯାଇଛି ବୋଲି ଭାରତୀୟ ଦଳର ମ୍ୟାନେଜର ସୁନୀଲ ସୁବ୍ରମଣ୍ୟମ ପ୍ରକାଶ କରିଛନ୍ତି । ଧଓ୍ବନ୍‌ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଆହତ ହୋଇଥିବା ବେଳେ ଦୁଇ ସପ୍ତାହ ମଧ୍ୟରେ ଠିକ୍‌ ହେବା ନେଇ ଆଶାପ୍ରକାଶ କରାଯାଉଥିଲା ମାତ୍ର ଧଓ୍ବନ୍‌ ଜୁଲାଇ ପର୍ଯ୍ୟନ୍ତ ଠିକ୍‌ ହେବାର ସମ୍ଭାବନା କ୍ଷୀଣ ଥିବାରୁ ତାଙ୍କ ସ୍ଥାନରେ ପନ୍ତଙ୍କୁ ସାମିଲ କରାଯାଇଛି । ଧଓ୍ବନଙ୍କ ଅନୁପସ୍ଥିତିରେ ରାହୁଲ୍‌ ଓପନ୍‌ କରିବେ ତେଣୁ ଚାରି ନମ୍ବର ସ୍ଥାନ ପାଇଁ ବିଜୟ ଶଙ୍କର, ଦୀନେଶ କାର୍ତ୍ତିକ ଏବଂ ଋଷଭ ପନ୍ତଙ୍କ ମଧ୍ୟରେ କଡା ମୁକାବିଲା ହେବ ବୋଲି ଆଶା କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026
Latest News

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୁଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.