Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡି ସମନ ବିରୋଧରେ ଦିଲ୍ଲୀ ହାଇକୋର୍ଟର ଦ୍ଵାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ
ଆଜିର ଖବର

ଇଡି ସମନ ବିରୋଧରେ ଦିଲ୍ଲୀ ହାଇକୋର୍ଟର ଦ୍ଵାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

March 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ କୌଣସି ଆଶ୍ଵସ୍ତି ମିଳିନାହିଁ। ଏହି ସମୟରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ଵାରା ଜାରି ୯ ମ ସମନ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି।

ଦିଲ୍ଲୀ ହାଇକୋର୍ଟଙ୍କ ଡିଭିଜନ ବେଞ୍ଚ ଏହି ମାମଲାର ଶୁଣାଣି କରିବେ। ଆସନ୍ତାକାଲି ଦିଲ୍ଲୀ ଅବକାରୀ ନୀତି ମାମଲାରେ ଇଡି ଦ୍ୱାରା ଦିଆଯାଇଥିବା ସମନ ବିରୋଧରେ ହାଇକୋର୍ଟରେ ଶୁଣାଣି ହେବ।

ଅନ୍ୟପକ୍ଷରେ, ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଟାର୍ଗେଟ କରି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତି ଯେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟାନୁଷ୍ଠାନ ଉପରେ କୋର୍ଟ କୌଣସି ରୋକ ଲଗାଇନାହାଁନ୍ତି ଏବଂ ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ କେଜ୍ରିୱାଲ ଦିଲ୍ଲୀ ଅବକାରୀ ଦୁର୍ନୀତିରେ ଜଣେ ଅଭିଯୁକ୍ତ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆମ୍ ଆଦମୀ ପାର୍ଟି ଜାମିନକୁ ମୁକ୍ତି ଭାବରେ ଗ୍ରହଣ କରିବା ଉଚିତ୍ ନୁହେଁ। ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଜାମିନରେ ଆସିଥିବା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ତାଲିକାରେ ଯୋଗ ଦେଇଛନ୍ତି।

AAM AADMI PARTY Arvind Kejriwal Breaking News DelhI High Court Delhi Liquor Policy Case Delhi News
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.