Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନାରେ ୧ କୋଟିରୁ ଅଧିକ ପଞ୍ଜୀକରଣକୁ ମୋଦିଙ୍କ ପ୍ରଶଂସା
ଜାତୀୟ ଖବର

ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନାରେ ୧ କୋଟିରୁ ଅଧିକ ପଞ୍ଜୀକରଣକୁ ମୋଦିଙ୍କ ପ୍ରଶଂସା

March 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୦୨୮ ସୁଦ୍ଧା ପ୍ରାୟ ୩.୫ ବିଲିୟନ ୟୁନିଟ୍ ବିଦ୍ୟୁତ୍ ଉତ୍ପାଦନ କରିବ ଭାରତ
୨୦୨୮ ସୁଦ୍ଧା ପ୍ରାୟ ୩.୫ ବିଲିୟନ ୟୁନିଟ୍ ବିଦ୍ୟୁତ୍ ଉତ୍ପାଦନ କରିବ ଭାରତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନାରେ ୧ କୋଟିରୁ ଅଧିକ ପରିବାର ପଞ୍ଜୀକୃତ ହୋଇଥିବାରୁ ପ୍ରଧାନମନ୍ରୀ ନରେନ୍ଦ୍ର ମୋଦି ଖୁସି ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

ଉତ୍ତମ ଖବର!

“ଏହି ଯୋଜନା ଆରମ୍ଭ ହେବାର ଏକ ମାସ ମଧ୍ୟରେ, ୧ କୋଟିରୁ ଅଧିକ ପରିବାର ନିଜକୁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା ପଞ୍ଜୀକୃତ କରିସାରିଛନ୍ତି।

ଦେଶର ବିଭିନ୍ନ କୋଣରୁ ଯଥା ଆସାମ, ବିହାର, ଗୁଜରାଟ, ମହାରାଷ୍ଟ୍ର, ଓଡ଼ିଶା, ତାମିଲନାଡୁ ଏବଂ ଉତ୍ତର ପ୍ରଦେଶ ଆଦି ରାଜ୍ୟରେ ୫ ଲକ୍ଷରୁ ଅଧିକ ପଞ୍ଜୀକରଣ ହୋଇଅଛି।

ଯେଉଁମାନେ ବର୍ତ୍ତମାନ ସୁଦ୍ଧା ପଞ୍ଜୀକୃତ ହୋଇନାହାନ୍ତି, ସେମାନେ ଅତିଶୀଘ୍ର ଏହାକୁ କରିବା ଉଚିତ୍।

ଏହି ପଦକ୍ଷେପ ଶକ୍ତି ଉତ୍ପାଦନ ବୃଦ୍ଧିକୁ ସୁନିଶ୍ଚିତ କରିବା ସହ ପରିବାରମାନଙ୍କର ବିଦ୍ୟୁତ ଖର୍ଚ୍ଚ ଯଥେଷ୍ଟ ହ୍ରାସ କରିବାକୁ ପ୍ରତିଶୃତ୍ତିବଦ୍ଧ। ଉନ୍ନତ ପରିବେଶ ପାଇଁ ଜୀବନଶୈଳୀ (ଏଲ୍ଆଇଏଫ୍ଇ)କୁ ପ୍ରୋତ୍ସାହନ ଦେବା ସହ ପୃଥିବୀକୁ ଏକ ସବୁଜ ଏବଂ ଉତ୍ତମ ସ୍ଥାନରେ ପରିଣତ କରିବାରେ ଏହି ଯୋଜନା ବେଶ୍ ସହାୟକ ହେବ।”

ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026
Latest News

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.