Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ପର୍ଯ୍ୟନ୍ତ ବ୍ୟାପିଲାଣି ଗୋରୁ ଚାଲାଣ: ଭାଇରାଲ ହେଉଛି କାରରେ ଗାଈ ଚୋରି ହେଉଥିବା ଦୃଶ୍ୟ
ଆଞ୍ଚଳିକ

ବାଲୁଗାଁ ପର୍ଯ୍ୟନ୍ତ ବ୍ୟାପିଲାଣି ଗୋରୁ ଚାଲାଣ: ଭାଇରାଲ ହେଉଛି କାରରେ ଗାଈ ଚୋରି ହେଉଥିବା ଦୃଶ୍ୟ

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁ ଚାଲାଣ ବଢୁଥିବା ବେଳେ ଏହାର ଚେର ବର୍ତ୍ତମାନ ବାଲୁଗାଁ ପର୍ଯ୍ୟନ୍ତ ବ୍ୟାପିଲାଣି। ଖବର ମୁତାବକ ଗତକାଲି ମଧ୍ୟ ରାତିରେ ବାଲୁଗାଁ ଥାନା ସରଳାପଦର ଛକ ଠାରେ ଦୁଇ ଜଣ ଦୁର୍ବୁତ୍ତ ଏକ ନାଲି ରଙ୍ଗର କାରରେ ଗାଈ ଚୋରି କରି ନେଉଥିବା ଦୃଶ୍ୟ ସ୍ଥାନୀୟ ଏକ ଦୋକାନିଙ୍କ ସିସି ଟିଭି କ୍ୟାମେରାରେ କଏଦ ହୋଇଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ତେବେ ଉକ୍ତ ସ୍ଥାନରେ ମାଳ ମାଳ ଲାଇଟ ଲାଗିଥିବା ବେଳେ ଏହା ଲୋକଙ୍କ ଚଳପ୍ରଚଳ ରାସ୍ତା। ତଥାପି ଗୋରୁ ମାଫିଆମାନେ ଏପରି ସାହସ କେମିତି ଜୁଟାଉଛନ୍ତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ତେବେ ଉକ୍ତ ଖବର ପ୍ରଚାର ହେବାପରେ ବାଲୁଗାଁ ଓ ବାଣପୁର ଅଞ୍ଚଳର ଗୋ ରକ୍ଷକ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଆକ୍ରୋଶ ଦେଖାଦେଇଛି। ପୋଲିସ ଉକ୍ତ ଭିଡିଓ ତଦନ୍ତ କରି ନିଜଆଡୁ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ଦାବି ଜୋର ଧରିଛି।

ଗୋରୁ ଚାଲାଣ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସର ୨୦ଟି ବର୍ଦ୍ଧିତ କୋଚର ଶୁଭାରମ୍ଭ କଲେ କେନ୍ଦ୍ର ରେଳ ମନ୍ତ୍ରୀ

May 1, 2026

ଇଗ୍ନୋ, ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ଦ୍ଵାରା କ୍ୟାମ୍ପସ୍ ପ୍ଲେସମେଣ୍ଟ ଡ୍ରାଇଭ୍ ଆୟୋଜିତ

May 1, 2026

ଭୁବନେଶ୍ୱରରେ “ପ୍ରଶାସନ ପାଇଁ ପ୍ରଶାସନିକ ତଥ୍ୟର ସାମଞ୍ଜସ୍ୟ” ଉପରେ ଜାତୀୟ ବିଚାରବିମର୍ଶ ସମ୍ମିଳନୀ

May 1, 2026

ଆଇଆଇଏମସିରେ ଓଡ଼ିଆ ପିଜି ଡିପ୍ଲୋମା ଆବେଦନ ଅବଧି ବୃଦ୍ଧି

May 1, 2026

ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.