Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି କୁ ବଡ ଝଟକା!: ଦଳ ଛାଡିଲେ ଭୃଗୁ ବକ୍ସିପାତ୍ର
ଆଜିର ଖବର

ବିଜେପି କୁ ବଡ ଝଟକା!: ଦଳ ଛାଡିଲେ ଭୃଗୁ ବକ୍ସିପାତ୍ର

April 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଓଡିଶା ବିଜେପି କୁ ବଡ ଝଟକା ଲାଗିଛି। ୨୦୧୯ ଲୋକସଭା ନିର୍ବାଚନର ବିଜେପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଦଳ ଛାଡିଛନ୍ତି। ଆଜି ସେ ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।

ରାଜ୍ୟ ସଭାପତିଙ୍କୁ ସେ ଲେଖିଛନ୍ତି ଯେ, ଅତ୍ୟନ୍ତ ଦୁଃଖର ସହିତ ବିଜେପିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। ଗତ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି। ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି। ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ। କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି। ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି। ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

ଓଡିଶା ବିଜେପି ଭୃଗୁ ବକ୍ସିପାତ୍ର ଲୋକସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026
Latest News

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.