Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୦୦ ଫୁଟ୍‌ ତଳକୁ ଖସିଲା ବସ୍‌ : ୪୪ ମୃତ ୩୪ ଆହତ
ଆଜିର ଖବର

୫୦୦ ଫୁଟ୍‌ ତଳକୁ ଖସିଲା ବସ୍‌ : ୪୪ ମୃତ ୩୪ ଆହତ

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident killed 34
accident killed 34

ହିମାଚଳ ପ୍ରଦେଶରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୪ଜଣ ଆହତ ହୋଇଛନ୍ତି। ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାର ବଞ୍ଜରରେ ଏହି ଦୁର୍ଘଟଣା ଘଟିଛି। ବଞ୍ଜରର ଏକ ୫୦୦ ଫୁଟର ଖାଇ ମଧ୍ୟକୁ ବସ୍‌ଟି ଗଳି ପଡିବାରୁ ଏହି ଦୁର୍ଘଟଣା ଘଟିଥିଲା। ପୋଲିସ୍‌ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ପାରେ। ବଞ୍ଜରର ଏସ୍‌ଡିଜିଏମ୍‌ ଘଟଣାସ୍ଥଳରେ ପହଞ୍ଚିବା ସହିତ ମୃତକଙ୍କ ପରିବାରକୁ ୫୦ ହଜାରର ସହାୟତା ରାଶି ଘୋଷଣା କରିଥିଲେ। ହିମାଚଳ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବସ୍‌ଟି ୪୨ ସିଟ୍‌ ବିଶିଷ୍ଟ ହୋଇଥିଲେ ମଧ୍ୟ ବସ୍‌ରେ ୭୦ରୁ ଅଧିକ ବ୍ୟକ୍ତି ଚଢିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ରେଳ ଷ୍ଟେସନରୁ ହଟିବେ ବୁଲା କୁକୁର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

November 7, 2025

ଭାରତୀୟ ବ୍ୟାଙ୍କଗୁଡ଼ିକ ଦଶ ବର୍ଷ ପୂର୍ବ ଅପେକ୍ଷା ଅଧିକ ପରିପକ୍ୱ: ଆରବିଆଇ ଗଭର୍ଣ୍ଣର

November 7, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ

November 7, 2025

୧୬ ଦିନ ପରେ ଜେଲରୁ ମୁକୁଳିଲେ ଆରଜେଡି ପ୍ରାର୍ଥୀ: ସତ୍ୟେନ୍ଦ୍ର ଶାହଙ୍କୁ ସ୍ୱାଗତ କଲେ ସମର୍ଥକ

November 7, 2025
Jindal Ads
BJP Ads
Latest News

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ରେଳ ଷ୍ଟେସନରୁ ହଟିବେ ବୁଲା କୁକୁର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

November 7, 2025

ଭାରତୀୟ ବ୍ୟାଙ୍କଗୁଡ଼ିକ ଦଶ ବର୍ଷ ପୂର୍ବ ଅପେକ୍ଷା ଅଧିକ ପରିପକ୍ୱ: ଆରବିଆଇ ଗଭର୍ଣ୍ଣର

November 7, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ

November 7, 2025

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.