Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

April 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି। ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ମହେଶ କୁମାର ବେହେରାଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରମୁଖ କାର୍ମିକ ଅଧିକାରୀ ସିଦ୍ଧାର୍ଥ କାଟି ସଂଯୋଜନା କରିଥିଲେ। ଆମ୍ବେଦକର ଜୟନ୍ତୀ ମଧ୍ୟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଜୟନ୍ତୀ ପାଳିତ ଡ଼ଃ. ବି. ଆର. ଆମ୍ବେଦକର ପୂର୍ବତଟ ରେଳପଥ ଭାରତରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 28, 2026

ସରକାରୀ ବିଦ୍ୟାଳୟରେ ଖାଲିପଡ଼ିଥିବା ପ୍ରଧାନଶିକ୍ଷକ ପଦବୀ ତୁରନ୍ତ ପୂରଣ ହେଉ: ଓଷ୍ଟା

May 28, 2026

ଏଆଇ ପାଠ୍ୟକ୍ରମର ପୁନର୍ଗଠନ ଉପରେ ଶିଳ୍ପଜଗତ ସହ ଉଚ୍ଚସ୍ତରୀୟ ବୈଠକ କଲେ କେନ୍ଦ୍ରମନ୍ତ୍ରୀ

May 28, 2026

ସଚିନ ତେନ୍ଦୁଲକରଙ୍କ ପ୍ରଶଂସା ଶୁଣି ଆଶ୍ଚର୍ଯ୍ୟ ହେଲେ ବୈଭବ ସୂର୍ଯ୍ୟବଂଶୀ: କହିଲେ…

May 28, 2026
Latest News

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 28, 2026

ସରକାରୀ ବିଦ୍ୟାଳୟରେ ଖାଲିପଡ଼ିଥିବା ପ୍ରଧାନଶିକ୍ଷକ ପଦବୀ ତୁରନ୍ତ ପୂରଣ ହେଉ: ଓଷ୍ଟା

May 28, 2026

ଏଆଇ ପାଠ୍ୟକ୍ରମର ପୁନର୍ଗଠନ ଉପରେ ଶିଳ୍ପଜଗତ ସହ ଉଚ୍ଚସ୍ତରୀୟ ବୈଠକ କଲେ କେନ୍ଦ୍ରମନ୍ତ୍ରୀ

May 28, 2026

ସିବିଏସଇ ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ: ତୀବ୍ର ହେଲା ରାହୁଲ ଗାନ୍ଧୀ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାକ୍ ଯୁଦ୍ଧ 

May 28, 2026

“ତୁରନ୍ତ ନିଜ ଦେଶକୁ ଫେରିଯାଅ”: ଅନୁପ୍ରବେଶକାରୀଙ୍କୁ ଅମିତ ଶାହଙ୍କ ଚେତାବନୀ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.