Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ ଏବଂ ସୌମ୍ୟରଂଜନ ପଟ୍ଟନାୟକ, ଚାଲିଛି କଥାବାର୍ତ୍ତା
ଜାତୀୟ ଖବର

ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ ଏବଂ ସୌମ୍ୟରଂଜନ ପଟ୍ଟନାୟକ, ଚାଲିଛି କଥାବାର୍ତ୍ତା

April 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ ଏବଂ ସୌମ୍ୟରଂଜନ ପଟ୍ଟନାୟକ, ଚାଲିଛି କଥାବାର୍ତ୍ତା

ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ଏବଂ ସୌମ୍ୟରଜନ ପଟ୍ଟନାୟକ ବିଜେପିରେ ସାମିଲ ହେବେ। ଏ ନେଇ ଓଡିଶା ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ପ୍ରସନ୍ନ ପାଟ୍ଟଶାଣି ଗତ କିଛିଦିନ ଧରି ଚିଲିକାରୁ ଟିକେଟ ପାଇବେ ବୋଲି ଚେଷ୍ଠା କରିଥିଲେ। ହେଲେ ଦଳ ତରଫରୁ କୌଣସି ସବୁଜ ସଙ୍କେତ ନ ମିଳିବାରୁ ସେ ଅସନ୍ତୁଷ୍ଠ ହୋଇପଡିଛନ୍ତି। ଫଳରେ ସେ ବିଜେପିରେ ମିଶିବେ ବୋଲି କୁଆଡେ ତାଙ୍କ ପାଖ ଲୋକ ପ୍ରଚାର କରିଦେଲେଣି।

ସେହିପରି ବିଜେଡିରୁ ବହିସ୍କୃତ ହୋଇଥିବା ଖଣ୍ଡପଡା ବିଧାୟକ ମଧ୍ୟ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ଚାଲିଛି। କାରଣ ସେ ଏଥର ନିର୍ବାଚନ ରଣାଙ୍ଗନରେ ଯଦି ନ ଛିଡା ହୁଅନ୍ତି ତେବେ ତାଙ୍କର ରାଜନୈତିକ କ୍ୟାରିୟରେ ଏକ ପ୍ରକାର ସମାପ୍ତ ହୋଇଯିବ। ସେଥିପାଇଁ ସେ ବିଜେପିରେ ସାମିଲ ହୋଇ ନୂଆ ରାଜନୈତିକ ଜୀବନ ଆରମ୍ଭ କରିବେ ବୋଲି ଜଣାପଡିଛି।

ସୁତ୍ର ଅନୁସାରେ ଉଭୟ ବିଜେପି ନୂଆଦିଲ୍ଲୀ କାର୍ଯ୍ୟାଳୟରେ ଦଳରେ ସାମିଲ ହେବେ ବୋଲି କୁହାଯାଉଛି। ତେବେ ଉଭୟଙ୍କୁ ବିଜେପି କେଉଁଠି ଟିକେଟ ଦେବ ସେ ନେଇ ସନ୍ଦେହ ରହିଛି।

odishaelection2024 ଓଡିଶାନିର୍ବାଚନ2024 ପ୍ରସନ୍ନ ପାଟ୍ଟଶାଣୀ ସୌମ୍ୟରଂଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026
Latest News

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.