Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଇକ୍ ରେଲି ମାଧ୍ୟମରେ ଜନତାଙ୍କ ଅଭିବାଦନ ଗ୍ରହଣ କଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର
ଆଞ୍ଚଳିକ

ବାଇକ୍ ରେଲି ମାଧ୍ୟମରେ ଜନତାଙ୍କ ଅଭିବାଦନ ଗ୍ରହଣ କଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମଗିରି: ପୁରୀ ଲୋକସଭା ଅନ୍ତର୍ଗତ ବ୍ରହ୍ମଗିରି ବିଧାନସଭାରେ ଆୟୋଜିତ ବିରାଟ ବାଇକ୍ ରାଲିରେ ସାମିଲ ହୋଇ ଜନତା ଜନାର୍ଦ୍ଦନଙ୍କ ଅଭିବାଦନ ଗ୍ରହଣ କରିଛନ୍ତି ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର। ଏହି ବାଇକ୍ ରାଲି ବ୍ରହ୍ମଗିରିର ବ୍ଲକ ଅଫିସରୁ ଆରମ୍ଭ ହୋଇ ରାୟବିଧର ପଞ୍ଚାୟତ ପର୍ଯ୍ୟନ୍ତ ଯାଇଥିଲା। ବାଇକ୍ ରାଲିରେ ୧୦୦୦ ବାଇକ୍ ସହ ୨୦୦୦ ବ୍ୟକ୍ତି ଭାଗ ନେଇଥିଲେ।

ଏହି ଅବସରରେ ସମ୍ବିତ ପାତ୍ର ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁରୀ ଲୋକସଭାର ଜନତାଙ୍କ ଦୃଢ଼ ବିଶ୍ୱାସ ରହିଛି। ଏଥର ପୁରୀ ଲୋକସଭା ସହିତ ବ୍ରହ୍ମଗିରି ବିଧାନସଭାରେ ମଧ୍ୟ ପଦ୍ମ ଫୁଟିବା ସୁନିଶ୍ଚିତ। ଏହା ସହିତ ସମ୍ବିତ ପାତ୍ର ବ୍ରହ୍ମଗିରିବାସୀଙ୍କ ଦ୍ଵାରା ମିଳିଥିବା ଅପାର ସ୍ନେହ ଏବଂ ସମର୍ଥନ ପାଇଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଉପାସନା ମହାପାତ୍ର ପୁରୀ ଲୋକସଭା ବାଇକ୍ ରାଲି ବ୍ରହ୍ମଗିରି ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.