Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ଘନିଭୂତ ହେଲାଣି ପ୍ରଚାର, ଆସନ୍ତାକାଲି ଓଡିଶା ଆସୁଛନ୍ତି ରାହୁଳ ଗାନ୍ଧୀ, ଜାଣନ୍ତୁ କେଉଁଠି ରହିଛି କାର୍ଯ୍ୟକ୍ରମ
ଜାତୀୟ ଖବର

ଓଡିଶାରେ ଘନିଭୂତ ହେଲାଣି ପ୍ରଚାର, ଆସନ୍ତାକାଲି ଓଡିଶା ଆସୁଛନ୍ତି ରାହୁଳ ଗାନ୍ଧୀ, ଜାଣନ୍ତୁ କେଉଁଠି ରହିଛି କାର୍ଯ୍ୟକ୍ରମ

April 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବର୍ତ୍ତମାନ ପ୍ରଚାର ଧିରେ ଧିରେ ଘନିଭୂତ ହେବାରେ ଲାଗିଲାଣି। ବିଜେପି ପାଇଁ ଚାଣକ୍ୟ ଅମିତ ଶାହ ପ୍ରଚାର କରି ଫେରିଗଲେଣି। ଏବେ କଂଗ୍ରେସ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ରାହୁଳ ଗାନ୍ଧୀ। ସେ ଆସନ୍ତାକାଲି ରବିବାରରେ ଓଡିଶା ପ୍ରଚାରରେ ଆସୁଛନ୍ତି।

ପ୍ରଦେଶ କଂଗ୍ରେସ ସୂଚନା ଅନୁସାରେ ରାହୁଳ ଗାନ୍ଧୀ ଏକ ସ୍ବତନ୍ତ୍ର ବିମାନରେ ଆସି ଦିନ ୧୧ଟା ୩୦ରେ ଭୁବନେଶ୍ବରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ଯାଇ ଦିନ ୧୨ଟାରେ କଟକ ସତ୍ୟଭାମାପୁରରେ ପହଂଚିବେ । ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାଶଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ୧୨ ଟା ୪୫ରେ ସାଲେପୁରଠାରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ୨ଟା ୧୫ରେ ସାଲେପୁରରୁ ଭୁବନେଶ୍ୱର ଫେରିଆସିବେ।

ସାଲେପୁରରେ ରାହୁଲ ଗାନ୍ଧୀ ଉପକୂଳ ଜିଲ୍ଲା ୪ଟି ଲୋକସଭା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଏବଂ ଏହା ଅଧିନରେ ଥିବା ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରଚାର କରିବେ। ସେଠାରେ ଏହିସବୁ ନିର୍ବାଚନ ମଣ୍ଡଳୀର ଲୋକସଭା ଓ ବିଧାନସଭା ପ୍ରାର୍ଥୀ ହାଜର ହେବା ପାଇଁ କୁହାଯାଇଛି। ଭୁବନେଶ୍ବର କାର୍ଯ୍ୟକ୍ରମ ସାରି ୨ଟା ୨୫ରେ ରାହୁଳ ଭୁବନେଶ୍ୱର ବିମାନ ବନ୍ଦରରୁ ଦାମନଡିୟୁ ଯିବାର କାର୍ଯ୍ୟକ୍ରମ ରହିଛି।

odishaelection2024 rahul gandhi ଓଡିଶା ନିର୍ବାଚନ 2024 ଓଡିଶା ପ୍ରଚାରରେ ରାହୁଳ ଗାନ୍ଧୀ କଂଗ୍ରେସ ପ୍ରଚାର ରାହୁଳ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.