Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯାତ୍ରୀବାହୀ ବସ୍ ରୁ ଖସି ବୃଦ୍ଧା ଗୁରୁତର
ଆଞ୍ଚଳିକ

ଯାତ୍ରୀବାହୀ ବସ୍ ରୁ ଖସି ବୃଦ୍ଧା ଗୁରୁତର

May 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ପିତ୍ତଳ ଛକରେ ଏକ ଯାତ୍ରୀବାହୀ ବସରୁ ଖସି ନିକଟସ୍ଥ କୀର୍ତ୍ତିପୁର ଗ୍ରାମର ୬୫ ବର୍ଷ ବୟସ୍କା ରଙ୍ଗବତୀ ସ୍ବାଇଁ ନାମ୍ନୀ ଜନୈକା ବୃଦ୍ଧା ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଖବରରୁ ଜଣାପଡିଛି ଯେ, ନିଜର ଚିକିତ୍ସା ନିମନ୍ତେ ହିଞ୍ଜିଳି ଡାକ୍ତରଖାନାକୁ ଯିବା ପାଇଁ ଉକ୍ତ ଛକରେ ବସ୍ କୁ ଅପେକ୍ଷା କରିଥିଲେ ଓ ପୋଲସରାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ବସ୍ ରେ ଚଢ଼ିବା ବେଳେ ବସ୍ ରୁ ଖସି ଯିବାରୁ ବସ୍ ର ପଛ ଚକା ତାଙ୍କର ବାମ ଗୋଡ ଉପରେ ଚଢ଼ି ଯାଇଥିଲା। ଯାହା ଫଳରେ ତାଙ୍କ ଗୋଡ଼ରେ ଗୁରୁତର ଆଘାତ ଲାଗିଥିଲା।

ଘଟଣାସ୍ଥଳରେ ଉପସ୍ଥିତ ଲୋକମାନଙ୍କ ସହାୟତାରେ ରଙ୍ଗବତୀଙ୍କୁ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍ କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ବୃଦ୍ଧା ଗୁରୁତର ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.