Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ସଂପର୍କରେ କିଛି ଅଭିଯୋଗ କରିବେ କି? ଜାଣନ୍ତୁ ଆପଣଙ୍କ ଅଞ୍ଚଳର ଅଫିସର
ଆଜିର ଖବର

ନିର୍ବାଚନ ସଂପର୍କରେ କିଛି ଅଭିଯୋଗ କରିବେ କି? ଜାଣନ୍ତୁ ଆପଣଙ୍କ ଅଞ୍ଚଳର ଅଫିସର

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ସଂପର୍କରେ କିଛି ଅଭିଯୋଗ କରିବେ କି? ଜାଣନ୍ତୁ ଆପଣଙ୍କ ଅଞ୍ଚଳର ଅଫିସର

ଭୁବନେଶ୍ୱର: ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ରୂପେ ପରିଚାଳନା କରାଇବାରେ ପର୍ଯ୍ୟବେକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିୟୋଜିତ ହୋଇ ଏହି ପର୍ଯ୍ୟବେକ୍ଷକମାନେ ନିର୍ବାଚନ ପ୍ରକି୍ରୟାର ସ୍ୱଚ୍ଛତା ଓ ନିରପେକ୍ଷତା ଉପରେ ତୀକ୍ଷ୍ମ ଦୃଷ୍ଟି ରଖନ୍ତି।

ଏହି କ୍ରମରେ ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟ ପାଇଁ ସାଧାରଣ ପର୍ଯ୍ୟବେକ୍ଷକ, ପୋଲିସ ପର୍ଯ୍ୟବେକ୍ଷକ ଓ ବ୍ୟୟ ପର୍ଯ୍ୟବେକ୍ଷକମାନେ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିୟୋଜିତ ହୋଇଛନ୍ତି । ଏହି ସମସ୍ତ ପର୍ଯ୍ୟବେକ୍ଷକମାନଙ୍କ ନାମ, ଯୋଗାଯୋଗ ନମ୍ବର ଓ ଠିକଣା ତଥା ସେମାନେ ଦାୟିତ୍ୱରେ ଥିବା ନିର୍ବାଚନ ମଣ୍ଡଳୀର ତାଲିକା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ୱେବ୍‌ସାଇଟ୍‌ https://ceoodisha.nic.in/ ପ୍ରଦତ୍ତ କରାଯାଇଛି।

ଏହା ବ୍ୟତୀତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳମାନେ ମଧ୍ୟ ନିଜ ନିଜ ଜିଲ୍ଲାରେ ଦାୟିତ୍ୱରେ ଥିବା ବିଭିନ୍ନ ପର୍ଯ୍ୟବେକ୍ଷକମାନଙ୍କ ନାମ, ଠିକଣା ଓ ଯୋଗାଯୋଗ ନମ୍ବର ପ୍ରକାଶିତ କରାଉଛନ୍ତି। ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ସଂପୃକ୍ତ ପର୍ଯ୍ୟବେକ୍ଷକମାନଙ୍କୁ ଯୋଗାଯୋଗ କରି ଅଭିଯୋଗ ଦାଖଲ କରାଯାଇପାରିବ।

ceo odisha odishaelection2024 ଓଡିଶା ନିର୍ବାଚନ 2024 ଓଡିଶା ନିର୍ବାଚନ ଅଧିକାରୀ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026
Latest News

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.