Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରେ କାର୍ତ୍ତିକ ପାଣ୍ଡିଆନଙ୍କ ଆରମ୍ଭ ହେଲା ମାରାଥନ ପ୍ରଚାର
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରେ କାର୍ତ୍ତିକ ପାଣ୍ଡିଆନଙ୍କ ଆରମ୍ଭ ହେଲା ମାରାଥନ ପ୍ରଚାର

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରେ କାର୍ତ୍ତିକ ପାଣ୍ଡିଆନଙ୍କ ଆରମ୍ଭ ହେଲା ମାରାଥନ ପ୍ରଚାର

ଭୁବନେଶ୍ବର: ଗତକାଲି ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଚାର ପରେ ଗଂଜାମରେ ବିଜେଡିର ପ୍ରଚାରକୁ ଯୋରଦାର କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ଗତକାଲି ସଂଧ୍ୟାରେ ପ୍ରଚଣ୍ଡ କାଳବୈଶାଖୀ ସତ୍ତ୍ବେ ପାଣ୍ଡିଆନ ଗୋପାଳପୁରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ବିରାଟ ରୋଡ ଶୋ କରିଥିଲେ। ଗୋପାଳପୁର, ଲାଞ୍ଜିପଲ୍ଲୀ ଓ ଲୋଚାପଡ଼ାରେ ରୋଡ ଶୋ କରି ଗୋପାଳପୁର ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡା ଓ ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଭୋଟ ମାଗିଥିଲେ।

ସେହିପରି ଆଜି ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ ହେବେ। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ କରିଛନ୍ତି ପାଣ୍ଡିଆନ୍।

ଆଜି ସକାଳୁ ପାଣ୍ଡିଆନ୍ ଗୋପାଳପୁର ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ମନ୍ଦିରକୁ ଯାଇ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଧବଳେଶ୍ବରରେ ଆଖପାଖ ଅଞ୍ଚଳର ଲୋକେ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ।

KartikPandian କାର୍ତ୍ତିକ ପାଣ୍ଡିଆନ ଗଂଜାମ
Share. Facebook Twitter LinkedIn Email WhatsApp Copy Link

Related Posts

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026
Latest News

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.