Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବିଧାନସଭା ପାଇଁ ଲଢେଇ କରୁଛନ୍ତି ୯ ଜଣ ପ୍ରାର୍ଥୀ, ନାହାଁନ୍ତି କେହି ମହିଳା, ଜାଣନ୍ତୁ ସେମାନେ କିଏ
ଆଜିର ଖବର

ଚିଲିକା ବିଧାନସଭା ପାଇଁ ଲଢେଇ କରୁଛନ୍ତି ୯ ଜଣ ପ୍ରାର୍ଥୀ, ନାହାଁନ୍ତି କେହି ମହିଳା, ଜାଣନ୍ତୁ ସେମାନେ କିଏ

May 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନରେ ଲଢେଇ କରୁଛନ୍ତି ୯ ଜଣ ପ୍ରାର୍ଥୀ, ନାହାଁନ୍ତି କେହି ମହିଳା, ଜାଣନ୍ତୁ ସେମାନେ କିଏ

ଚିଲିକା( ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀପତ୍ର ଦଖଲ ଯାଞ୍ଚ ଓ ପ୍ରତ୍ୟାହାର ତାରିଖ ଯିବା ପରେ ବର୍ତ୍ତମାନ ଆସିଛି ବୈଧ ପ୍ରାର୍ଥୀ ତାଲିକା। ସେହି ଅନୁସାରେ ଚିଲିକା ନିର୍ବାଚନ ପାଇଁ ୯ ଜଣ ପ୍ରାର୍ଥୀ ଲଢେଇ କରୁଛନ୍ତି।

ଖୋର୍ଦ୍ଧା ରିଟର୍ଣ୍ଣିଂ ଅଧିକାର କାର୍ଯ୍ୟାଳୟ ଅନୁସାରେ ଚିଲିକାରେ 5 ଜଣ ବିଭିନ୍ନ ରାଜନୈତିକ ଦଳ ତରଫରୁ ପ୍ରାର୍ଥୀ ହୋଇଥିବା ବେଳେ 4 ଜଣ ସ୍ବାଧୀନ ପ୍ରାର୍ଥୀ ଅଛନ୍ତି। ତେବେ ଚିଲିକାରୁ ଏଥର କେହି ମହିଳା ପ୍ରାର୍ଥୀ ନାମାଙ୍କନ ଦାଖଲ କରି ନାହାଁନ୍ତି। ତେବେ ଆସନ୍ତୁ ଜାଣିବା କେଉଁମାନେ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି।

1- ପୃଥୀରାଜ ହରିଚନ୍ଦନ- ବିଜେପି
2-ପ୍ରଦୀପ ସ୍ବାଇଁ- କଂଗ୍ରେସ
3-ରଘୁନାଥ ସାହୁ- ବିଜେଡି
4- ସଂଗ୍ରାମ କେଶରୀ ପରିଡା- ଆପ୍
5- ସେଖ୍ କୌସର- ଜନତା ଦରବାର ପାର୍ଟି
6- ଭି କାମେଶ୍ବର ଆଚାରୀ- ସ୍ବାଧୀନ
7-ମନ୍ମଥ କୁମାର ସିଂ- ସ୍ବାଧୀନ
8- ଶକ୍ତିପଦ ନାଥ- ସ୍ବାଧୀନ
9- ସୁବ୍ରତ କୁମାର ହାବଡାସିଂହ-  ସ୍ବାଧୀନ

କଂଗ୍ରେସ ଚିଲିକା ନିର୍ବାଚନ ଚିଲିକା ନିର୍ବାଚନ ମଣ୍ଡଳୀ ଚିଲିକା ପ୍ରାର୍ଥୀ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.