Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ବିଜେପି ର ମିଶ୍ରଣ ପର୍ବ: ଯୋଗଦେଲେ ଏକାଧିକ ସରପଞ୍ଚ ଓ ସମିତିସଭ୍ୟ
ଆଜିର ଖବର

ଖୋର୍ଦ୍ଧା ବିଜେପି ର ମିଶ୍ରଣ ପର୍ବ: ଯୋଗଦେଲେ ଏକାଧିକ ସରପଞ୍ଚ ଓ ସମିତିସଭ୍ୟ

May 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଟାଙ୍ଗୀ ମଧୂମଙ୍ଗଳ ପଡିଆରେ ବିଜେପି ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି ଛାଡି ଟାଙ୍ଗୀ ବ୍ଲକର ବହୁ ତୁଙ୍ଗ ବିଜୁ ଜନତାଦଳ ସମର୍ଥିତ ସରପଞ୍ଚ, ସମିତିସଭ୍ୟା, ବରିଷ୍ଠ ନେତୃତ୍ବଙ୍କୁ କରତାଳି, ହୁଳହୁଳି ଦେଇ ସ୍ବାଗତ କରାଯାଇଥିବା ଦେଖିବାକୁ ମିଳିଥିଲା।

ରାଜ୍ୟ ବିଜେପି ପରିଷଦ ସଦସ୍ୟ ରଘୁନାଥ ସାହୁଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ଭୂବନେଶ୍ବର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାନସଭା ବିଜେପି ପ୍ରାର୍ଥୀ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

ବିଜେଡି ଛାଡି ବିଜେପି ଯୋଗଦେଇଥିବା ନେତା ମାନେ ହେଲେ ଟାଙ୍ଗୀ ଗ୍ରାମ ପଂଚାୟତ
ସରପଞ୍ଚ କିଶୋର କୁମାର ବେହେରା, ବଡପାରି ସରପଞ୍ଚ ପ୍ରଫୁଲ୍ଲ କୁମାର ଦାସ, ଭୂଷଣ୍ଡପୁର ସରପଞ୍ଚ ସୌରଭ ଦାସ ମହାପାତ୍ର, ପୂର୍ବତନ ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ମହାପାତ୍ର, ଟାଙ୍ଗୀ ବ୍ଲକ ଯୁବ ବିଜେଡି ସଭାପତି ଚିନ୍ମୟ ପୃଷ୍ଟି, ଦୂର୍ଯୋଧନ ରାଉତରାୟ, ଟାଙ୍ଗୀ ସମିତିସଭ୍ୟା ଅର୍ନପୂର୍ଣ୍ଣା ବେହେରା, ଯୁବ ବିଜେଡି ଜିଲ୍ଲା ସାଧାରଣ ସଂପାଦକ ବିଶ୍ବରଂଜନ ଦାସ, ସୁନିଲ ମହାନ୍ତି ପ୍ରମୁଖ ଅଛନ୍ତି।

ଏତଦବ୍ୟତୀତ ମଙ୍ଗଳାଯୋଡି ସମିତିସଭ୍ୟା କସ୍ତୁରି ପାଣିଗ୍ରାହୀ, ଉଜଳା ଗୋପୀନାଥପୁର ସମିତିସଭ୍ୟ ସୂର୍ଯ୍ୟମଣୀ ସାହୁ, ଭୂଷଣ୍ଡପୁର ପୂର୍ବତନ ସରପଞ୍ଚ ଦଣ୍ଡପାଣି ବେହେରା, ବାଲିପାଟପୁର ପୂର୍ବତନ ସରପଞ୍ଚ ତ୍ରିନାଥ ବେହେରା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ତାରାପ୍ରସାଦ ଚ୍ୟାଉ ପଟ୍ଟନାୟକ ପ୍ରମୁଖ ବିଜେପି ରେ ସାମିଲ ହୋଇଛନ୍ତି।

ତେବେ ଏସମ୍ପର୍କରେ ବିଜେଡିର ବରିଷ୍ଠ ନେତା ରାମଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ବିଜେଡି ହେଉଛି ମହା ସମୁଦ୍ର। ଏମାନେ କେବେଠାରୁ ବିଜେଡି ଛାଡି ସାରିଛନ୍ତି। ତେଣୁ ବିଜେଡି ଉପରେ ଏହାର କିଛି ପ୍ରଭାବ ପଡିବ ନାହିଁ। ଆମେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ରେ ୩୦ ହଜାର ରୁ ଅଧିକ ଭୋଟ ରେ ବିଜୟୀ ହେବୁ।

Aparajita Sarangi BJD BJP election 2024 khordha odisha assembly election prashant jagadev tangi
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.