Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ସରପଞ୍ଚଙ୍କ ସମେତ ବହୁ ବିଜେଡ଼ି କର୍ମକର୍ତ୍ତା ବିଜେପିରେ ସାମିଲ
ଆଞ୍ଚଳିକ

ଚିଲିକା: ସରପଞ୍ଚଙ୍କ ସମେତ ବହୁ ବିଜେଡ଼ି କର୍ମକର୍ତ୍ତା ବିଜେପିରେ ସାମିଲ

May 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଅନ୍ତର୍ଗତ ସିଙ୍ଗେଶ୍ବର ପଞ୍ଚାୟତର ସରପଞ୍ଚ ସ୍ନେହଲତା ସେଠୀ, କବିରାଜ ସାହୁଙ୍କ ସମେତ ସିଙ୍ଗେଶ୍ବର ପଞ୍ଚାୟତ ଓ ହାଟବରଡିହ ପଞ୍ଚାୟତର ୮୦ ରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି। ସେମାନେ ବିଜେପିର ନୀତି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ‌ ହୋଇ‌ ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହୋଇଛନ୍ତି।

ଦଳରେ ନୂତନ ଭାବେ ସାମିଲ୍ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଚ଼ିଲିକା ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଛନ୍ତି।

ଏହି ମିଶ୍ରଣ ପର୍ବରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ଦିଲ୍ଲିପ ମହାନ୍ତି, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ, ବାଲୁଗାଁ ନଗର ମଣ୍ଡଳ ଭାଜପା ପ୍ରଭାରୀ ଦୁଃଶାସନ ଜେନା, ସିଙ୍ଗେଶ୍ବର ପଞ୍ଚାୟତର ଭାଜପା ସଭାପତି ରମେଶ ସାମନ୍ତରାୟ‌ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ବିଜୁ ଜନତା ଦଳ ଭାରତୀୟ ଜନତା ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026

ପର୍ଗଟ୍ ସିଂହ ପଞ୍ଜାବ କଂଗ୍ରେସର ନୂଆ ସଭାପତି

October 3, 2026

ଟ୍ରେନ ଧକ୍କାରେ ଟ୍ରାକମ୍ୟାନଙ୍କ ପ୍ରାଣହାନୀ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.