Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ
ଆଜିର ଖବର

ଓଡିଶାରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ

ଭୁବନେଶ୍ବର: ଓଡିଶାରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ସକାଳ ସାତଟାରୁ ଆରମ୍ଭ ହୋଇଛି ଏହି ମତଦାନ। ଏଥିରେ ୫ ଗୋଟି ସଂସଦୀୟ କ୍ଷେତ୍ର ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ଆଜି ମତଦାନ ଚାଲିଛି।

ଓଡିଶା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ ହୋଇଛି । ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ପଡିଛି । ଏହାସହ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨%, ବଲାଙ୍ଗୀରରେ ୫.୭୬% ଏବଂ କନ୍ଧମାଳରେ ୬.୭୯ % ମତଦାନ ହେଇଛି । ସେହିପରି ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରେ ୪.୮୯ ପ୍ରତିଶତ ମତଦାନ ହେଇଥିବା ଜଣାପଡିଛି।

2ndphase LoksabhaElection2024 ଓଡିଶା ନିର୍ବାଚନ 2024
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Latest News

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.