Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ବିଜେଡିର ଅଭିଯୋଗ, ଜାଣନ୍ତୁ କଣ
ଆଜିର ଖବର

ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ବିଜେଡିର ଅଭିଯୋଗ, ଜାଣନ୍ତୁ କଣ

May 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ବିଜେଡିର ଅଭିଯୋଗ, ଜାଣନ୍ତୁ କଣ

ଭୁବନେଶ୍ବର: ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି। ଇଂରାଜୀ ଓ ଓଡ଼ିଆ ଅଗ୍ରଣୀ ଖବରକାଗଜରେ ପୂରାପୃଷ୍ଠା ବିଜ୍ଞାପନ ପ୍ରସଙ୍ଗରେ ଅଭିଯୋଗ କରିଛି ବିଜେଡି। ଏହି ବିଜ୍ଞାପନରେ ସମ୍ବିତଙ୍କ ଫଟୋ ସହ ଜଗନ୍ନାଥ ମନ୍ଦିର ଫଟୋ ଓ ବିଜେପିର ଚିହ୍ନ ରହିଛି। ଯାହାକି ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଉଲଂଘନ ।

ଅଗ୍ରଣୀ ଖବରକାଗଜରେ ବିଜ୍ଞାପନ ବାବଦରେ ଖର୍ଚ୍ଚ ହୋଇଛି ଅଢେଇ କୋଟି ଟଙ୍କା। ଏହି ଖର୍ଚ୍ଚକୁ ସମ୍ବିତ ପାତ୍ରଙ୍କ ନିର୍ବାଚନୀ ଖର୍ଚ୍ଚରେ ସାମିଲ କରିବାକୁ ଦାବି କରିଛି ବିଜେଡି। କେବଳ ସେତିକି ନୁହେଁ ପୁରୀରେ ପ୍ରଧାନମନ୍ତ୍ରୀଙ୍କ ରାଲି ବେଳେ ତାରକା ପ୍ରଚାରକ ତାଲିକାରେ ନଥିବା ନେତାମାନେ ରାଲିରେ ସାମିଲ ହୋଇଥିଲେ। ତାହା ବି ନିର୍ବାଚନୀ ଖର୍ଚ୍ଚରେ ସାମିଲ କରିବା ଲାଗି ଦାବି କରାଯାଇଛି।

BJP Ads
ଓଡିଶା ନିର୍ବାଚନ 2024 ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ପୁରୀ ଲୋକସଭା ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

NDA ନା ମହାଗଠବନ୍ଧନ, ଏଥର ବିହାରରେ କିଏ ଗଠନ କରିବ ସରକାର?: ଜାଣନ୍ତୁ ପ୍ରତ୍ୟେକ ଦଳର ସ୍ଥିତି

November 4, 2025

ଭାରତ ଏବଂ ଇସ୍ରାଏଲର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ପ୍ରତିନିଧିସ୍ତରୀୟ ଆଲୋଚନା

November 4, 2025
BJP Ads
Latest News

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025

NDA ନା ମହାଗଠବନ୍ଧନ, ଏଥର ବିହାରରେ କିଏ ଗଠନ କରିବ ସରକାର?: ଜାଣନ୍ତୁ ପ୍ରତ୍ୟେକ ଦଳର ସ୍ଥିତି

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.