Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳୀର ଗତ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଥିବା ଶଶାଙ୍କ ମହାପାତ୍ର ବିଜେପିରେ ସାମିଲ
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳୀର ଗତ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଥିବା ଶଶାଙ୍କ ମହାପାତ୍ର ବିଜେପିରେ ସାମିଲ

May 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀର ଗତ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଥିବା ଶଶାଙ୍କ ମହାପାତ୍ର ବିଜେପିରେ ସାମିଲ

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଚିଲିକା ବିଧାନସଭା ମଣ୍ଡଳୀର ୨୦୧୯ର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶ୍ରୀ ଶଶାଙ୍କ ଶେଖର ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଲି ।ରାଜ୍ୟ ମୁଖପାତ୍ର ତପନ ଚାନ୍ଦ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ସୁଜିତ୍ କୁମାର ଦାସ, ରାଜ୍ୟ ପ୍ରବକ୍ତା ହିତେଶ ମହାପାତ୍ର ଉତରୀୟ ପିନ୍ଧାଇ ନୂତନ କାର୍ଯ୍ୟକର୍ତାଙ୍କୁ ସ୍ୱାଗତ ଜଣାଇଥିଲେ।

chilika ଚିଲିକା ନିର୍ବାଚନ ମଣ୍ଡଳୀ ତପନ ଚାନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.