Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୫ ରେ ଆପଣଙ୍କ ଆକାଉଣ୍ଟକୁ ଆସିବ ୮୫୦୦ ଟଙ୍କା: ରାହୁଲ ଗାନ୍ଧୀ କହିଲେ ପ୍ରଥମ କିସ୍ତିର ତାରିଖ
ଆଜିର ଖବର

ଜୁଲାଇ ୫ ରେ ଆପଣଙ୍କ ଆକାଉଣ୍ଟକୁ ଆସିବ ୮୫୦୦ ଟଙ୍କା: ରାହୁଲ ଗାନ୍ଧୀ କହିଲେ ପ୍ରଥମ କିସ୍ତିର ତାରିଖ

May 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିହାରର ଆରାରେ ଏକ ରାଲିରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ପ୍ରଚାର କରୁଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, I.N.D.I.A ମେଣ୍ଟ ସରକାର ଗଠନ ହେବ। ଦେଶର ଗରିବ ଲୋକଙ୍କ ତାଲିକା ପ୍ରସ୍ତୁତ ହେବ। ପ୍ରତ୍ୟେକ ଗରିବ ପରିବାରରୁ ଜଣେ ମହିଳାଙ୍କ ନାମ ଚୟନ କରାଯିବ। ଏବଂ ୮୫୦୦ ଟଙ୍କା ଲେଖାଏଁ ଦେଶର କୋଟି କୋଟି ଗରିବ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବ।

ସେ କହିଛନ୍ତି ଯେ, “I.N.D.I.A ମେଣ୍ଟ ସମ୍ମୁଖରେ ଦୁଇଟି ସମସ୍ୟା ରହିଛି। ଗୋଟିଏ ହେଉଛି ଧନୀ-ଗରିବ ଅସମାନତା ଏବଂ ଅନ୍ୟଟି ବେକାରୀ। କଂଗ୍ରେସ ପାର୍ଟି ଏହି ଦୁଇଟି ସମସ୍ୟାର ସମାଧାନ କରିବାକୁ ଯାଉଛି। ଦେଶରେ ଗରିବ ଲୋକଙ୍କ ତାଲିକା ପ୍ରସ୍ତୁତ ହେବ। ଜୁନ୍ ୪ ତାରିଖରେ ଆମ ସରକାର ଗଠନ ହେବ। ଜୁଲାଇ ୫ ତାରିଖରେ ୮ ହଜାର ୫୦୦ ଟଙ୍କା ଲେଖାଏଁ ଦେଶର ଗରିବ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ ଏବଂ ଏହା ଜୁଲାଇରୁ ସେପ୍ଟେମ୍ବର ଏବଂ ଡିସେମ୍ବର ପର୍ଯ୍ୟନ୍ତ ଜାରି ରହିବ।

bihar Breaking News Congress Lok Sabha Elections 2024 rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.