ନୂଆଦିଲ୍ଲୀ: ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଇଣ୍ଡିଗୋ ବିମାନ 6E 5314 ଆଜି ବୋମା ଧମକ ପାଇବା ପରେ ଆତଙ୍କ ସୃଷ୍ଟି କରିଥିଲା। ଏହା ପରେ ବିମାନଟି ମୁମ୍ବାଇ ବିମାନ ବନ୍ଦରରେ ଜରୁରୀ ଅବତରଣ କରିବାକୁ ପଡିଛି। bomb indigo
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀSeptember 9, 2025