Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: କ୍ରମଗାତ ୩ ରାଉଣ୍ଡ ପଛୁଆ ହେବା ପରେ ୧୪ ତମ ରାଉଣ୍ଡରେ ଆଗୁଆ ହେଲା ବିଜେପି
ଆଞ୍ଚଳିକ

ଚିଲିକା: କ୍ରମଗାତ ୩ ରାଉଣ୍ଡ ପଛୁଆ ହେବା ପରେ ୧୪ ତମ ରାଉଣ୍ଡରେ ଆଗୁଆ ହେଲା ବିଜେପି

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚିଲିକା ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ୧୪ ତମ ରାଉଣ୍ଡ ଫଳାଫଳ ହସ୍ତଗତ ହୋଇଛି। ଏହି ରାଉଣ୍ଡରେ ବିଜେପି ଏକ ବଡ ଅଗ୍ରଣୀ ହାସଲ କରିଛି। ୧୪ ତମ ରାଉଣ୍ଡରେ ବିଜେଡ଼ି ପ୍ରାର୍ଥୀ ରଘୁନାଥ ସାହୁଙ୍କ ଠାରୁ ବିଜେପି ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ୯୯୧ ଭୋଟରେ ଆଗୁଆ ଅଛନ୍ତି।

୧୪ ତମ ରାଉଣ୍ଡରେ ପୃଥ୍ବୀରାଜ ହରିଚନ୍ଦନ ୪୯୦୧ ଭୋଟ ପାଇଥିବା ବେଳେ ରଘୁନାଥ ସାହୁ ୩୯୧୦ ଭୋଟ ପାଇଛନ୍ତି।

ତେବେ ୧୪ ତମ ରାଉଣ୍ଡ ପର୍ଯ୍ୟନ୍ତ ପୃଥ୍ବୀରାଜ ହରିଚନ୍ଦନ ମୋଟ ୬୬ ହଜାର ୩୯୫ ଭୋଟ ପାଇଥିବା ବେଳେ ରଘୁନାଥ ସାହୁ ମୋଟ ୬୨ ହଜାର ୫୩୧ ଭୋଟ ପାଇଛନ୍ତି। ତଥାପି ୧୪ ତମ ରାଉଣ୍ଡ ଶେଷ ସୁଦ୍ଧା ଚିଲିକାରେ ବିଜେପି ୩୮୬୪ ଭୋଟରେ ଆଗୁଆ ରହିଛି।

BJD BJP Odisha election
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026

ପାକିସ୍ତାନ ମିଥ୍ୟା ଦାବିର ପର୍ଦ୍ଦାଫାସ: ସମସ୍ତ ୩୬ ଟି ରାଫେଲର ଟେଣ୍ଡର ଡକ୍ୟୁମେଣ୍ଟ ଜାରି କଲା ବାୟୁସେନା

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.