Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ବିଧାନସଭାର ମ୍ୟାଜିକ ନମ୍ବର ଉପରକୁ ଗଲା ବିଜେପି, 81 ଆସନରେ ଜିତି ସରକାର କରିବ ଦଳ
ଆଜିର ଖବର

ଓଡିଶା ବିଧାନସଭାର ମ୍ୟାଜିକ ନମ୍ବର ଉପରକୁ ଗଲା ବିଜେପି, 81 ଆସନରେ ଜିତି ସରକାର କରିବ ଦଳ

June 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ବିଧାନସଭାର ମ୍ୟାଜିକ ନମ୍ବର ଉପରକୁ ଗଲା ବିଜେପି, 81 ଆସନରେ ଜିତି ସରକାର କରିବ ଦଳ

ଭୁବନେଶ୍ବର: ଆଜି ଓଡିଶା ବିଧାନସଭାର ଫଳାଫଳ ବଡ ରୋଚକ ସ୍ଥିତିରେ ପରିବର୍ତ୍ତନ ହୋଇଛି। ଯାହା କେହି କଳ୍ପନା କରି ନ ଥିଲେ ତାହା ଘଟିଛି। ବର୍ତ୍ତମାନ ବିଜେପି ସର୍ବାଧିକ ଆସନରେ ଆଗୁଆ ରହି ଜିତିବା ସ୍ଥିତିରେ ରହିଛି। ଏପରିକି ଦଳ ସରକାର ଗଠନ କରିବାର ମ୍ୟାଜିକ ନମ୍ବର 74 ପାର ହୋଇସାରିଛି। ଫଳରେ ଏଥର ରାଜ୍ୟରେ ବିଜେପି ସରକାର କରିବା ନିଶ୍ଚିତ ହୋଇଛି। ବିଭିନ୍ନ ଦଳର ବର୍ତ୍ତମାନର ସ୍ଥିତି ହେଲା

ବିଜେପି- 81

ବିଜେଡି-  47

କଂଗ୍ରେସ- 15

ଅନ୍ୟାନ୍ୟ- 04

Odisha Election 2024 ଓଡିଶା ଭୋଟ ଗଣତି ବିଧାନସଭା ନିର୍ବାଚନ ଭୋଟ ଗଣତି
Share. Facebook Twitter LinkedIn Email WhatsApp Copy Link

Related Posts

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.