Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସପ୍ତଦଶ ଲୋକସଭାକୁ ଭଙ୍ଗ କଲେ ରାଷ୍ଟ୍ରପତି
ଜାତୀୟ ଖବର

ସପ୍ତଦଶ ଲୋକସଭାକୁ ଭଙ୍ଗ କଲେ ରାଷ୍ଟ୍ରପତି

June 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ରୌପଦୀ ମୁର୍ମୁ
୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ନୂଆଦିଲ୍ଲୀ: ଆଜି ୧୭ତମ ଲୋକସଭାକୁ ତତ୍କାଳ ପ୍ରଭାବ ସହିତ ଭଙ୍ଗ କରିବାକୁ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରପତିଙ୍କୁ ସୁପାରିସ କରାଯାଇଛି।

ରାଷ୍ଟ୍ରପତି କ୍ୟାବିନେଟର ଏହି ସୁପାରିସକୁ ଗ୍ରହଣ କରିଥିଲେ ଏବଂ ସମ୍ବିଧାନର ଅନୁଚ୍ଛେଦ ୮୫ର ଧାରା (୨)ର ଉପଧାରା (ବି) ଦ୍ୱାରା ପ୍ରଦାନ କରାଯାଇଥିବା କ୍ଷମତାର ବ୍ୟବହାର କରି ସପ୍ତଦଶ ଲୋକସଭା ଭଙ୍ଗ ପାଇଁ ଆଦେଶରେ ସ୍ୱାକ୍ଷର କରିଥିଲେ।

କେନ୍ଦ୍ର କ୍ୟାବିନେଟ୍ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କୁ ବ୍ୟବସାୟୀଙ୍କ ଚିଠି: ଦୀପାବଳି ପରେ ରାଲି କରିବାକୁ ଅନୁରୋଧ

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026

Cyclone News: ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ସୋମବାରେ ବାତ୍ୟା….

October 24, 2026

ବାତ୍ୟା ଆଶଙ୍କା: ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

October 24, 2026
Latest News

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026

ରାହୁଲ ଗାନ୍ଧୀଙ୍କୁ ବ୍ୟବସାୟୀଙ୍କ ଚିଠି: ଦୀପାବଳି ପରେ ରାଲି କରିବାକୁ ଅନୁରୋଧ

October 24, 2026

ସମୁଦ୍ରରେ ବଳ ଗୋଟାଇବ ବାତ୍ୟା! ଓଡ଼ିଶା ପାଇଁ କେତେ ବଡ଼ ଚ୍ୟାଲେଞ୍ଜ?

October 24, 2026

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.