Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ: ଯୋଗ ଦେବେ ଏହି ବିଦେଶୀ ନେତା
ଆଜିର ଖବର

ଆଜି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ: ଯୋଗ ଦେବେ ଏହି ବିଦେଶୀ ନେତା

June 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ରାନିଲ ବିକ୍ରମସିଂହେ; ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜ୍ଜୁ; ସେସେଲ୍ସର ଉପ ରାଷ୍ଟ୍ରପତି ମହାମହିମ ଅହମ୍ମଦ ଅଫିଫ୍; ବାଂଲାଦେଶର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ହସିନା; ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ପ୍ରବିନ୍ଦ କୁମାର ଜଗନ୍ନାଥ; ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’; ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ସେରିଙ୍ଗ ତୋବଗେ ଯୋଗ ଦେବା ପାଇଁ ଭାରତର ନିମନ୍ତ୍ରଣକୁ ସ୍ୱୀକାର କରିଛନ୍ତି

ଉପରୋକ୍ତ ନେତାମାନେ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ସହ ସେହି ଦିନ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଯୋଗ ଦେବେ।

କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନେତାମାନଙ୍କ ଗସ୍ତ ଭାରତର ‘ପଡ଼ୋଶୀ ପ୍ରଥମ’ ନୀତି ଏବଂ ‘ସାଗର’ ଦୃଷ୍ଟିକୋଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି।

narendra modi
Share. Facebook Twitter LinkedIn Email WhatsApp Copy Link

Related Posts

ଓୟୁଟିଆର୍ ର କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ପଦକ ପ୍ରଦାନ କଲେ ରାଜ୍ୟପାଳ

January 20, 2026

ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ

January 20, 2026

ପଦ୍ମବିଭୂଷଣ ପ୍ରତିଭା ରାୟଙ୍କ ପାଖକୁ ଆସିଲା ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ: ଜାଣନ୍ତୁ କାରଣ

January 20, 2026

ଭୁବନେଶ୍ଵରରେ ଆୟୁଷ୍ମାନ ଭାରତର ଦୁଇ ଦିନିଆ ଜାତୀୟ ଚିନ୍ତନ ଶିବିର ଆରମ୍ଭ

January 20, 2026
Latest News

ଓୟୁଟିଆର୍ ର କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ପଦକ ପ୍ରଦାନ କଲେ ରାଜ୍ୟପାଳ

January 20, 2026

ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ

January 20, 2026

ପଦ୍ମବିଭୂଷଣ ପ୍ରତିଭା ରାୟଙ୍କ ପାଖକୁ ଆସିଲା ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ: ଜାଣନ୍ତୁ କାରଣ

January 20, 2026

ଭୁବନେଶ୍ଵରରେ ଆୟୁଷ୍ମାନ ଭାରତର ଦୁଇ ଦିନିଆ ଜାତୀୟ ଚିନ୍ତନ ଶିବିର ଆରମ୍ଭ

January 20, 2026

ମିଳିତ ବିବୃତ୍ତି: ୟୁଏଇ ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜାୟେଦ ଅଲ୍‌ ନାହ୍ୟାନଙ୍କ ଭାରତ ଗସ୍ତ

January 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.