Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଂସଦ ଭାବେ ଶପଥ ନେଲେ ନୁସରତ୍‌ ଓ ମିମି
ଆଜିର ଖବର

ସାଂସଦ ଭାବେ ଶପଥ ନେଲେ ନୁସରତ୍‌ ଓ ମିମି

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଙ୍ଗାଳୀ ଅଭିନେତ୍ରୀ ନୁସରତ ଜାହାଁ ଓ ମିମି ଚକ୍ରବର୍ତ୍ତୀ ଆଜି ଲୋକସଭାରେ ସାଂସଦ ଭାବେ ଶପଥ ନେଇଛନ୍ତି। ଲୋକସଭାରେ ୧୭ରୁ ୧୯ ତାରିଖ ଯାଏ ନବନିର୍ବାଚିତ ସାଂସଦମାନେ ଶପଥ ନେଇଥିଲେ। ହେଲେ ଟିଏମସି ଟିକେଟରୁ ପ୍ରଥମଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିବା ନୁସରତ ଓ ମିମି ଶପଥ ନେଇପାରି ନଥିଲେ। ନୁସରତ ନିଜର ବାହାଘର ପାଇଁ ତୁର୍କୀ ଯାଇଥିବାରୁ ଶପଥ ନେଇପାରି ନଥିଲେ। ଉଭୟ ଶପଥ ନେଇପାରି ନଥିବାରୁ ଆଜି ସ୍ୱତନ୍ତ୍ର ଭାବେ ବାଚସ୍ପତି ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଉଭୟ ପଦ ଓ ଗୋପନୀୟତାର ଶପଥ ନେବା ପରେ ବନ୍ଦେ ମାତରମ, ଜୟ ହିନ୍ଦ ଓ ଜୟ ବେଙ୍ଗଲ ନାରା ଦେଇଥିଲେ। ନୁସରତ୍‌ ପାରମ୍ପରିକ ବେଶ୍‌ଭୂଷାରେ ବେଶ୍‌ ଆକର୍ଷଣୀୟା ଲାଗୁଥିଲେ । ଶପଥ ନେବା ପରେ ବାଚସ୍ପତି ଓମ୍‌ ବିର୍ଲାଙ୍କ ପାଦ ଛୁଇଁ ମୁଣ୍ଡିଆ ମାରିଛନ୍ତି । ନୁସରତ୍‌ ୧୯ ଜୁନ୍‌ରେ ବ୍ୟବସାୟୀ ନିଖିଲ୍‌ ଜୈନ୍‌ଙ୍କୁ ବିବାହ କରିଛନ୍ତି । ପଶ୍ଚିମବଙ୍ଗ ବରିସାତ୍‌ ଆସନରୁ ନୁସରତ୍‌ ବିଜୟୀ ହୋଇଥିବାବେଳେ ମିମି ଯାଧବପୁର ଆସନରୁ ବିଜୟୀ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଲଘୁ ଉଦ୍ୟୋଗ ବିକାଶ ବ୍ୟାଙ୍କକୁ ଇକ୍ୟୁଟି ସହାୟତାକୁ କ୍ୟାବିନେଟ୍‌ ମଞ୍ଜୁରି

January 21, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026
Latest News

ଭାରତୀୟ ଲଘୁ ଉଦ୍ୟୋଗ ବିକାଶ ବ୍ୟାଙ୍କକୁ ଇକ୍ୟୁଟି ସହାୟତାକୁ କ୍ୟାବିନେଟ୍‌ ମଞ୍ଜୁରି

January 21, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.