Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ ଜଣିଆ ବିଧାନସଭା ଅଧିଷ୍ଠାତା ମଣ୍ଡଳୀ ଘୋଷଣା କଲେ ବାଚସ୍ପତି
ଆଜିର ଖବର

୭ ଜଣିଆ ବିଧାନସଭା ଅଧିଷ୍ଠାତା ମଣ୍ଡଳୀ ଘୋଷଣା କଲେ ବାଚସ୍ପତି

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ବିଧାନସଭାର ଷୋଡଶ ଅଧିବେଶନ ଆରମ୍ଭ ହୋଇଛି । ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣ ପରେ ଅଧିବେଶନ ଆରମ୍ଭ ହୋଇଥିଲା ।  ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ୭ ଜଣିଆ ବିଧାନସଭା ଅଧିଷ୍ଠାତା ମଣ୍ଡଳୀ ଘୋଷଣା କରିଛନ୍ତି । ଏହି ଅଧିଷ୍ଠାତା ମଣ୍ଡଳୀରେ ଦେବୀ ପ୍ରସାଦ ମିଶ୍ର, ପ୍ରଫୁଲ୍ଲ ସାମଲ, ଅଶ୍ୱିନୀ ପାତ୍ର, ସ୍ନେହାଙ୍ଗିନୀ ଛୁରିଆ, ପ୍ରଶାନ୍ତ ମୁଦୁଲୀ, ସୁବାସ ପାଣିଗ୍ରାହୀ, ସନ୍ତୋଷ ସିଂ ସାଲୁଜା ପ୍ରମୁଖ ସଦସ୍ୟ ରହିଛନ୍ତି । ବାଚସ୍ପତିଙ୍କ ଅନୁପସ୍ଥିତିରେ ଏହି ଅଧିଷ୍ଠାତା ମଣ୍ଡଳୀର ସଦସ୍ୟମାନେ ଗୃହକାର୍ଯ୍ୟ ତୁଲାଇବେ । ଅଧିବେଶନର ପ୍ରଥମ ପର୍ଯ୍ୟା଼ୟ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୨ରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଜୁନ୍ ୨୮ ତାରିଖରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ପ୍ରଥମ ଥର ପାଇଁ ବିଜେପି ବିରୋଧୀ ଦଳର ଭୂମିକା ଗ୍ରହଣ କରିିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026
Latest News

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.