Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁଣି ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ କାହିଁକି ପଶିଲେ ଶ୍ରୀମୟୀ ମିଶ୍ର, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ
ବିଶେଷ ଖବର

ପୁଣି ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ କାହିଁକି ପଶିଲେ ଶ୍ରୀମୟୀ ମିଶ୍ର, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ

June 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଣି ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ କାହିଁକି ପଶିଲେ ଶ୍ରୀମୟୀ ମିଶ୍ର, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ

ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ ବୋଲି ବିଜେଡି ନିର୍ବାଚନର ବହୁ ପୂର୍ବରୁ ମଇଦାନକୁ ଛାଡିଥିଲା।

ଶ୍ରୀମୟୀ ମଧ୍ୟ ଜାନ୍ ଲଗାଇ ଭୁବନେଶ୍ବରର ସଂସଦୀୟ କ୍ଷେତ୍ରର ସାତୋଟି ନିର୍ବାଚନ ମଣ୍ଡଳିର ଗଳିକନ୍ଦି ବୁଲିସାରିଥିଲେ। ହେଲେ ଭାଗ୍ୟର ବିଡମ୍ବନା ତାଙ୍କୁ ଶେଷ ମୁହୁର୍ତ୍ତରେ ପରିବର୍ତ୍ତନ କରାଯାଇ ମନ୍ମଥ ରାଉତରାୟଙ୍କୁ ଟିକେଟ ଦିଆଯାଇଥିଲା। ଏହାପରେ ପରେ ଶ୍ରୀମୟୀ ପୁରା ମଇଦାନରୁ ଉଭାନ ହୋଇଯାଇଥିଲେ। ଏତେ ବଡ ନିର୍ବାଚନ ଶେଷ ହେଲା ସିନା ଶ୍ରୀମୟୀ ପୁରା ରାଜନୀତିରୁ ଆଉଟ ହୋଇଗଲେ।

ତେବେ ସବୁ କାମ ଶେଷ ହେବା ପରେ ଏହି ଶ୍ରୀମୟୀ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ପୁଣି ବୁଲାବୁଲି ଆରମ୍ଭ କରିଛନ୍ତି। ସେ ପୁରୁଣା ଭୁବନେଶ୍ବର ଖୋର୍ଦ୍ଧାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ନିକଟରେ ପୁରୁଣାଭୁବନେଶ୍ବରରେ ଶୀତଳ ଷଷ୍ଠୀ ଉପଲକ୍ଷେ ଗୁଆଝରରେ ଏକାମ୍ର ଚନ୍ଦନ ଉତ୍ସବରେ ଯୋଗ ଦେଇଥିଲେ। ସେହିପରି ଖୋର୍ଦ୍ଧାରେ ଆୟୋଜିତ ରଜ ମହୋତ୍ସବରେ ସେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁଙ୍କ ସହିତ ସାମିଲ ହୋଇଥିଲେ।

ତେବେ ବର୍ତ୍ତମାନ ନିର୍ବାଚନ ନ ଥିବା ବେଳେ ଏବଂ ବିଜେଡି ବଡ ବିପର୍ଯ୍ୟୟ ପରେ ଶ୍ରୀମୟୀ କାହିଁକି ପୁଣି ଥରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

Shreemayee Mishra ଭୁବନେଶ୍ବର ଶ୍ରୀମୟୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026

ଭାରତ ନେତ୍ର ଅଧୀନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ

February 5, 2026

ବୁଣାକାରଙ୍କ ପାଇଁ ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର: ଉଦଘାଟନ କଲେ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

February 5, 2026
Latest News

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.