Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜି-୭ ଶିଖର ସମ୍ମିଳନୀରେ ସମସ୍ତ ରାଷ୍ଟ୍ର ମୁଖ୍ୟଙ୍କୁ ଭେଟିଲେ ପିଏମ ମୋଦୀ, କିନ୍ତୁ ଟ୍ରୁଡୋଙ୍କୁ ଦେଲେନାହିଁ ଗୁରୁତ୍ଵ
ଜାତୀୟ ଖବର

ଜି-୭ ଶିଖର ସମ୍ମିଳନୀରେ ସମସ୍ତ ରାଷ୍ଟ୍ର ମୁଖ୍ୟଙ୍କୁ ଭେଟିଲେ ପିଏମ ମୋଦୀ, କିନ୍ତୁ ଟ୍ରୁଡୋଙ୍କୁ ଦେଲେନାହିଁ ଗୁରୁତ୍ଵ

June 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇଟାଲୀର ଆପୁଲିଆରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଫେରିଛନ୍ତି। ଏହି ସମୟରେ, ସେ ଶୁକ୍ରବାର ଦିନ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍, ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ, କିନ୍ତୁ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କଠାରୁ ପ୍ରଧାନମନ୍ତ୍ରୀ ଦୂରତା ବଜାୟ ରଖିଲେ।

ପିଏମ ମୋଦୀଙ୍କ ଏହି ପଦକ୍ଷେପ ଭାରତ ଏବଂ କାନାଡା ମଧ୍ୟରେ ଥିବା ଖରାପ ସମ୍ପର୍କର ସହ ଯୋଡାଯାଉଛି। ବାସ୍ତବରେ ଖାଲିସ୍ତାନ ପ୍ରସଙ୍ଗରେ ଦୁଇ ବର୍ଷ ମଧ୍ୟରେ ତିକ୍ତତା ଲାଗି ରହିଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜରଙ୍କ ହତ୍ୟା ପାଇଁ ଟ୍ରୁଡୋ ଭାରତକୁ ଦାୟୀ କଲାବେଳେ ଏହି ବିବାଦ ଚରମ ସୀମାରେ ପହଞ୍ଚିଥିଲା। ଟ୍ରୁଡୋଙ୍କ ଏହି ଅଭିଯୋଗକୁ ଭାରତ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛି। ତେବେ କାନାଡା ଏପର୍ଯ୍ୟନ୍ତ ଏ ସମ୍ପର୍କରେ ପ୍ରମାଣ ଉପସ୍ଥାପନ କରିବାରେ ସକ୍ଷମ ହୋଇ ନାହିଁ।

ଜି-୭ ରେ ପିଏମ ମୋଦୀ କେଉଁ ନେତାଙ୍କୁ ଭେଟିଥିଲେ?:

ମୋଦୀ ତୁର୍କୀ ରାଷ୍ଟ୍ରପତି, ବ୍ରାଜିଲର ରାଷ୍ଟ୍ରପତି ଏବଂ ୟୁଏଇର ରାଷ୍ଟ୍ରପତିଙ୍କୁ ମଧ୍ୟ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ଯେ, ମୋଦୀ ଏହି ତିନି ନେତାଙ୍କ ସହ ‘ଉତ୍କୃଷ୍ଟ ବାର୍ତ୍ତାଳାପ’ କରିଛନ୍ତି। ଜି -୭ ଶିଖର ସମ୍ମିଳନୀରେ ସେ ଜୋର୍ଡାନର ରାଜାଙ୍କୁ ମଧ୍ୟ ଭେଟିଥିଲେ।

canada G7 Summit Justin Trudeau narendra modi pm modi
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026
Latest News

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.