Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଣାଇଲେ ଅଭିନନ୍ଦନ
ଆଜିର ଖବର

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଣାଇଲେ ଅଭିନନ୍ଦନ

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ। ରାଷ୍ଟ୍ରପତି ମୁର୍ମୁ  ୧୯୫୮ ଜୁନ ୨୦ ତାରିଖରେ ମୟୁରଭଂଜ ଜିଲ୍ଲା ରାଇରଂଗପୁରର ଉପରବେଡା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତି ହେବା ପୂର୍ବରୁ ଝାଡଖଣ୍ଡର ରାଜ୍ୟପାଳ ଥିଲେ।

ରାଷ୍ଟ୍ରପତିଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ଶ୍ରୀମତୀ ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

odisha cm president of india ରାଷ୍ଟ୍ରପତିଙ୍କ ଜନ୍ମଦିନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Latest News

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.