Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇବି ମୁଖ୍ୟ ଭାବରେ ଅରବିନ୍ଦ କୁମାର ଏବଂ ‘ର’ ମୁଖ୍ୟ ଭାବରେ ସାମନ୍ତ ଗୋଏଲ ନିଯୁକ୍ତ
ଆଜିର ଖବର

ଆଇବି ମୁଖ୍ୟ ଭାବରେ ଅରବିନ୍ଦ କୁମାର ଏବଂ ‘ର’ ମୁଖ୍ୟ ଭାବରେ ସାମନ୍ତ ଗୋଏଲ ନିଯୁକ୍ତ

June 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋଦି ସରକାରର ଦ୍ବିତୀୟ ଥର କାର୍ଯ୍ୟକାଳରେ ଦୁଇ ଗୁଇନ୍ଦା ବିଭାଗ ଆଇବି ଏବଂ ‘ର’ର ନୂତନ ମୁଖ୍ୟଙ୍କ ନାମ ଘୋଷଣା କରାଯାଇଛି। ଅରବିନ୍ଦ କୁମାରଙ୍କ ନାମ ଆଇବିର ମୁଖ୍ୟ ଭାବରେ ଘୋଷଣା କରାଯାଇଥିବା ବେଳେ ‘ର’ର ମୁଖ୍ୟ ଭାବରେ ସାମନ୍ତ ଗୋଏଲଙ୍କୁ ନିଯୁକ୍ତ କରାଯାଇଛି। ୧୯୮୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରବିନ୍ଦ କୁମାର ରାଜୀବ ଜୈନ୍‌ଙ୍କ ସ୍ଥାନରେ ଦାୟିତ୍ବ ଗ୍ରହଣ କରିବେ। ସେହିପରି ଅନ୍ୟତମ ୧୯୮୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର୍‌ ସାମନ୍ତ ଗୋଏଲ୍‌ଙ୍କୁ ‘ର’ର ମୁଖ୍ୟ ଭାବରେ ଘୋଷଣା କରାଯାଇଛି। ଅନୀଲ ଧସମାନାଙ୍କ ସ୍ଥାନରେ ସାମନ୍ତ ଗୋଏଲଙ୍କ ନାମ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ବରେ ରହିଥିବା କ୍ୟାବିନେଟ୍‌ କମିଟି ଉଭୟଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.