Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜାର ଆବଶ୍ୟକତା ପୂରଣ ପାଇଁ ପର୍ଯ୍ୟାପ୍ତ ପରିମାଣର ଗହମ ମହଜୁଦ ରହିଛି: କେନ୍ଦ୍ର
ଆଜିର ଖବର

ବଜାର ଆବଶ୍ୟକତା ପୂରଣ ପାଇଁ ପର୍ଯ୍ୟାପ୍ତ ପରିମାଣର ଗହମ ମହଜୁଦ ରହିଛି: କେନ୍ଦ୍ର

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ସମୀକ୍ଷା ପାଇଁ ଆଜି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଗହମର ମହଜୁଦ ସ୍ଥିତି ଏବଂ ମୂଲ୍ୟ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଆରଏମଏସ (ରବି ବିପଣନ ଋତୁ) ୨୦୨୩ରେ ୨୬୨ ଲକ୍ଷ ମେଟ୍ରିକ୍ ଟନ୍ (ଏଲଏମଟି) ଗହମ କ୍ରୟ ହୋଇଥିବା ବେଳେ ଆରଏମଏସ ୨୦୨୪ରେ ୧୮.୦୬.୨୦୨୪ ସୁଦ୍ଧା ପ୍ରାୟ ୨୬୬ ଏଲଏମଟି ଗହମ କ୍ରୟ କରାଯାଇଛି। ପିଡିଏସ୍ ଏବଂ ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାର ଆବଶ୍ୟକତା, ଯାହା ପାଖାପାଖି ୧୮୪ ଏଲଏମଟି , ତାହାକୁ ପୂରଣ କରିବା ପରେ ଆବଶ୍ୟକ ସ୍ଥଳେ ବଜାରର ଆବଶ୍ୟକତା ପାଇଁ ପର୍ଯ୍ୟାପ୍ତ ପରିମାଣର ଗହମ ମହଜୁଦ ରହିଛି।

ଗହମର ମୂଲ୍ୟ ଉପରେ ତୀକ୍ଷ୍ଣ ନଜର ରଖିବା ଏବଂ ଦେଶର ଉପଭୋକ୍ତାଙ୍କ ପାଇଁ ମୂଲ୍ୟ ସ୍ଥିରତା ସୁନିଶ୍ଚିତ କରିବା ନିମନ୍ତେ ଉପଯୁକ୍ତ ନୀତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଅତ୍ୟାବଶ୍ୟକ ସାମଗ୍ରୀ ଗହମ
Share. Facebook Twitter LinkedIn Email WhatsApp Copy Link

Related Posts

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026
Latest News

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.