Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ଉତ୍ପାଦ ଶୁଳ୍କ ବୃଦ୍ଧି ଅଗ୍ରହଣୀୟ : ଟ୍ରମ୍ପ
ଆଜିର ଖବର

ଭାରତର ଉତ୍ପାଦ ଶୁଳ୍କ ବୃଦ୍ଧି ଅଗ୍ରହଣୀୟ : ଟ୍ରମ୍ପ

June 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଭିନ୍ନ ଆମେରିକୀୟ ଉତ୍ପାଦ ଉପରେ ଶୁଳ୍କ ବୃଦ୍ଧିକୁ ନାପସନ୍ଦ କରିଛନ୍ତି। ଜାପାନର ଓସାକାରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପୂର୍ବରୁ ଟ୍ବିଟ୍ କରି ଟ୍ରମ୍ପ ଏହି ସୂଚନା ଦେଇଛନ୍ତି। ଭାରତ ପକ୍ଷରୁ ଆମଦାନୀ କରାଯାଉଥିବା କୃଷି ଉତ୍ପାଦ ସମେତ ୨୮ଟି ଦ୍ରବ୍ୟ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି କରାଯାଇଥିଲା। ଏହା ଦ୍ୱାରା ଆମେରିକାକୁ ଭାରତରେ ନିଜ ଦ୍ରବ୍ୟ ବିକ୍ରି କରିବାକୁ ହେଲେ ଅଧିକ ଟିକସ ଦେବାକୁ ପଡିବ। ସୂଚନାଯୋଗ୍ୟ ଯେ ପୂର୍ବ ଆର୍ଥିକ ବର୍ଷରେ ଭାରତର ଆମେରିକାରୁ ରପ୍ତାନୀ ମୂଲ୍ୟ ୪୭.୯ ମିଲିୟନ୍‌ ଡଲାର ରହିଥିଲା। ଏହି ସମୟରେ ୨୬.୭ ମିଲିୟନ୍‌ ଡଲାରର ଆମଦାନୀ ହୋଇଥିଲା। ଏବେ ଏହି ନିଷ୍ପତ୍ତି ଫଳରେ ଦେଶକୁ ୨୧.୭ ମିଲିୟନ୍‌ ଡଲାରର ଅତିରିକ୍ତ ରାଜସ୍ୱ ମିଳିବ। ଏହା ସହିତ ଭାରତର ଟ୍ରାଫିକ୍‌ ବ୍ୟବସ୍ଥାକୁ ମଧ୍ୟ ଟ୍ରମ୍ପ ସମାଲୋଚନା କରିବା ସହିତ ଏହି ଦୁଇ ସମସ୍ୟା ନେଇ ମୋଦିଙ୍କ ସହିତ ଆଲୋଚନା କରିବେ ବୋଲି ସ୍ପଷ୍ଟ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ଭାବରେ ସ୍ପନ୍ଦିତ ହେଲା ପରିବେଶ

November 7, 2025

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025
Latest News

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ଭାବରେ ସ୍ପନ୍ଦିତ ହେଲା ପରିବେଶ

November 7, 2025

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ: ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.