Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏହି ଦିନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍
ଜାତୀୟ ଖବର

ଏହି ଦିନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍

July 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ହେମନ୍ତ ସୋରେନ୍ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ବୁଧବାର ଦିନ ଚମ୍ପାଇ ସୋରେନ୍ ରାଜ ଭବନ ଯାଇ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ହେମନ୍ତ ସୋରେନ ଏବଂ ଗ୍ରାଣ୍ଡ ଆଲାଇନ୍ସର ନେତାମାନେ ମଧ୍ୟ ତାଙ୍କ ସହ ଥିଲେ। ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଥିଲେ। ସେ ବିଧାୟକଙ୍କ ତାଲିକା ରାଜ୍ୟପାଳଙ୍କୁ ଦେଇଥିଲେ। ବର୍ତ୍ତମାନ ହେମନ୍ତ ସୋରେନ ଜୁଲାଇ ୭ ତାରିଖରେ ଝାଡାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିପାରନ୍ତି।

ଚମ୍ପାଇ ସୋରେନଙ୍କୁ ରାଜ୍ୟପାଳ କ’ଣ କହିଥିଲେ?:

ରାଜ୍ୟପାଳ ଚମ୍ପାଇ ସୋରେନଙ୍କୁ କହିଛନ୍ତି ଯେ, ବିକଳ୍ପ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ସେ ତାଙ୍କ ପଦରେ ରହିବେ। ହେମନ୍ତ ସୋରେନଙ୍କୁ ଗିରଫ କରାଯିବା ପରେ ଚମ୍ପାଇ ସୋରେନ ଫେବୃଆରୀ ୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।

champai soren hemant soren Jharkhand News
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.