Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ: ସେନା ମୁଖ୍ୟଙ୍କୁ ଦେଲେ ବଡ଼ ନିର୍ଦ୍ଦେଶ
ଜାତୀୟ ଖବର

ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ: ସେନା ମୁଖ୍ୟଙ୍କୁ ଦେଲେ ବଡ଼ ନିର୍ଦ୍ଦେଶ

July 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ସରକାରଙ୍କ କଡା ଆଭିମୁଖ୍ୟ ରହିଛି। ଆଜି ଏହି ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଫୋନରେ କଥା ହୋଇଛନ୍ତି। ଆତଙ୍କବାଦୀ ଘଟଣାର କଡା ମୁକାବିଲା କରିବାକୁ ସେନା ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁସାରେ, ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କୁ ରାଜନାଥ ସିଂ କହିଛନ୍ତି ଯେ, ଆତଙ୍କବାଦୀ ଏବଂ ସେମାନଙ୍କ ସଂଗଠନଗୁଡ଼ିକ ଉପରେ କୌଣସି ଢିଲା ହେବା ଉଚିତ୍ ନୁହେଁ। ଡୋଡାଠାରେ ଆତଙ୍କବାଦୀଙ୍କ ସହ ଚାଲିଥିବା ଏନକାଉଣ୍ଟର ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସେନା ମୁଖ୍ୟଙ୍କଠାରୁ ସୂଚନା ନେଇଛନ୍ତି। ସେନା ମୁଖ୍ୟଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଜମ୍ମୁର ଡୋଡା ଜିଲ୍ଲାରେ ହଠାତ୍ ବହୁ ସଶସ୍ତ୍ର ଆତଙ୍କବାଦୀ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ବିଷୟରେ ସୂଚନା ପାଇବା ମାତ୍ରେ ସେନା ଘଟଣାସ୍ଥଳରେ ପହଞ୍ଚି ଏନକାଉଣ୍ଟର ଆରମ୍ଭ କରିଥିଲା। ଏହି ଏନକାଉଣ୍ଟରରେ ଗୁରୁତର ଆହତ ହୋଇଥିବା ଜଣେ ଅଧିକାରୀଙ୍କ ସମେତ ଚାରିଜଣ ସଯବାନ ଆଜି ଶହୀଦ ହୋଇଛନ୍ତି। ୪ଜଣ ଶହୀଦଙ୍କ ବିଷୟରେ ସରକାରୀ ସୂତ୍ରରୁ ସୂଚନା ମିଳିଛି।

Doda indian army jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Latest News

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.