Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡ ପିସିସି ମୁଖ୍ୟ ପଦରୁ ଓହରିଲେ ଭୂପେଶ ବାଘେଲ : ମୋହନ ମର୍କାମ୍‌ ନୂତନ ମୁଖ୍ୟ
ଆଜିର ଖବର

ଛତିଶଗଡ ପିସିସି ମୁଖ୍ୟ ପଦରୁ ଓହରିଲେ ଭୂପେଶ ବାଘେଲ : ମୋହନ ମର୍କାମ୍‌ ନୂତନ ମୁଖ୍ୟ

June 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ଲୋକସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛତିଶଗଡ କଂଗ୍ରେସ ପକ୍ଷରୁ ଏହାର ପିସିସି ମୁଖ୍ୟଙ୍କୁ ବଦଳା ଯାଇଛି । ମୁଖ୍ୟମନ୍ତ୍ରୀ ତଥା ପିସିସି ଅଧ୍ୟକ୍ଷ ଭୂପେଶ ବାଘେଲ ପିସିସି ସଭାପତି ପଦରୁ ଇସ୍ତଫା ପ୍ରଦାନ କରିଥିବା ବେଳେ ମୋହନ ମର୍କାମଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି । ବାଘେଲ ମୁଖ୍ୟମନ୍ତ୍ରୀ ହେବା ପରେ ନୂତନ ପିସିସି ମୁଖ୍ୟଙ୍କ ସନ୍ଧାନ ଜାରି ରହିଥିଲା । ଶୁକ୍ରବାର ଦିନ ଏଆଇସିସି ପକ୍ଷରୁ ଦୁଇ ଥର ବିଧାୟକ ମୋହନ ମର୍କାମଙ୍କ ନାମ ଘୋଷଣା କରାଯାଇଥିଲା । ପୂର୍ବରୁ ମର୍କାମ ଏବଂ ଆଦିବାସୀ ନେତା ମନୋଜ ମଣ୍ଡାବୀ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ଭେଟିଥିବା ବେଳେ ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ନିର୍ବାଚିତ ହେବାର ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ଅପରାହ୍ନରେ ମର୍କାମଙ୍କ ନାମ ଘୋଷଣା କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026
Latest News

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.