ନୂଆଦିଲ୍ଲୀ: ଭାରତୀୟ ସୁଟର ମନୁ ଭାକର ଇତିହାସ ସୃଷ୍ଟି କରିଛନ୍ତି। ସେ ବ୍ରୋଞ୍ଜ ପଦକ ଜିତିଛନ୍ତି। ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ଜିତିଛନ୍ତି। ମନୁ ହେଉଛନ୍ତି ପ୍ରଥମ ମହିଳା ସୁଟର ଯିଏକି ଭାରତ ପାଇଁ ଅଲିମ୍ପିକ୍ସରେ ପଦକ ଜିତିଛନ୍ତି। Live Paris Olympic Manu Bhaker PARIS OLYMPIC 2024 Paris Olympic 2024 Live
୧୪ରୁ ଅସଲି ପରୀକ୍ଷା: ଜାଣନ୍ତୁ ଭାରତ-ଦକ୍ଷିଣ ଆଫ୍ରିକା ସିରିଜର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏବଂ ଲାଇଭ୍ ବିବରଣୀNovember 12, 2025