Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ : ସଂଜ୍ଞାହୀନ ଅବସ୍ଥାରେ ମହିଳା ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ : ସଂଜ୍ଞାହୀନ ଅବସ୍ଥାରେ ମହିଳା ଡାକ୍ତରଖାନାରେ ଭର୍ତ୍ତି

June 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡ଼ା ନିକିରାଇ ଥାନା ଅଂଚଳରେ ଲଜ୍ଜା ଜନକ ଘଟଣା ଘଟିଛି। ସ୍ୱାମୀର ଆଖି ସାମ୍ନାରେ କିଛି ଦୁର୍ବୃତ୍ତ ସ୍ତ୍ରୀଙ୍କୁ ଗଣ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁତର ମହିଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ୩ ଜଣ ଦୁର୍ବୃତ୍ତ ଜଣକ ଘରେ ପଶି ପ୍ରଥମେ ସ୍ୱାମୀ ଏବଂ ପିଲାଙ୍କୁ ମାଡ଼ ମାରିଥିଲେ। ଏହା ପରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲେ। ଫଳରେ ମହିଳା ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନିକିରାଇ ଥାନାରେ ଅଭିଯୋଗ କରାଯାଇନଥିଲେ ମଧ୍ୟ ପୋଲିସ୍‌ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତମାନେ କାହିଁକି ଘରେ ପଶି ଥିଲେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Latest News

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.