ଓଏଏସ ସ୍ତରରେ ରାଜ୍ୟ ସରକାର କଲେ ବଡ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

Published: Aug 6, 2024, 7:44 am IST

ଭୁବନେଶ୍ବର: ରାଜ୍ୟ ସରକାର ଓଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ମୁଖ୍ୟତଃ ନବୀନ ସରକାରରେ ଗାଦିମାଡି ବସିଥିବା ବହୁ ଅଧିକାରୀଙ୍କୁ ମୋହନ ସରକାର ବଦଳ କରିଦେଇଛନ୍ତି। କେତେକ ଅଧିକାରୀଙ୍କୁ ସଚିବାଳୟରୁ ବାହାର କରି ଅନ୍ୟ ସ୍ଥାନକୁ ପଠାଇଦେଇଛନ୍ତି। ଯେଉଁମାନଙ୍କର ବଦଳ ହୋଇଛି ସେମାନେ ହେଲ..

  1. ଲାଲା ମନୋଜ କୁମାର ରାୟ, ଡେପୁଟି ଡିଜି, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ
  2. ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ ସଚିବ, କୃଷି ଓ କୃଷକ କଲ୍ୟାଣ
  3.  ରବୀନ୍ଦ୍ର କୁମାର ସେଠୀ, ଜେନେରାଲ ମ୍ୟାନେଜର, ଓଡ଼ିଶା ବନ ଉନ୍ନୟନ ନିଗମ
  4. ମନୋଜ କୁମାର ସ୍ୱାଇଁ, ଯୁଗ୍ମ କମିଶନର, ବିଡିଏ
  5.  ପ୍ରତାପ ଚନ୍ଦ୍ର ହୋତା, ସ୍ୱତନ୍ତ୍ର ସଚିବ, ସଂସଦୀୟ ବ୍ୟାପାର
  6.  ପ୍ରଶାନ୍ତ କିଶୋର ମହାପାତ୍ର, ଅତିରିକ୍ତ ସଚିବ, ଉଚ୍ଚଶିକ୍ଷା ବିଭାଗ
  7.  ଏସକେ ଜମିରୁଦ୍ଦିନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ
  8.  ମାନସ ରଞ୍ଜନ ପାଢ଼ୀ, ଅତିରିକ୍ତ ସଚିବ, ସାଧାରଣ ପ୍ରଶାସନ ବିଭାଗ
  9. ସୁରଞ୍ଜନ ପ୍ରଧାନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ
  10.  ସରୋଜ କୁମାର ରାଉତ, ଅତିରିକ୍ତ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗ
  11.  ଅରୂପ କୁମାର ସାହୁ, ଅତିରିକ୍ତ ସଚିବ, ପଂଚାୟତିରାଜ ଓ ପାନୀୟ ଜଳ
  12. ପୂର୍ଣ୍ଣଚନ୍ଦ୍ର ଦଳେଇ, ଅତିରିକ୍ତ ସଚିବ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ
  13.  ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ
  14. -ସୁକାନ୍ତ କୁମାର ପ୍ରଧାନ, ଅତିରିକ୍ତ ସଚିବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
  15. କୈଳାସ ଚନ୍ଦ୍ର ଦାସ, ଯୁଗ୍ମ କମିଶନର, ଭୁବନେଶ୍ୱର ମହାନଗର ନିଗମ
  16. ରଶ୍ମୀରଞ୍ଜନ ସାହୁ ମୁଖ୍ୟ, ଜେନେରାଲ ମ୍ୟାନେଜର, ଓସଡମା
  17.  ଅଞ୍ଜନ କୁମାର ଦାସ, ଯୁଗ୍ମ ସଚିବ, ସାଧାରଣ ପ୍ରଶାସନ ବିଭାଗ
  18. ଅରୁଣ କୁମାର ମଲ୍ଲିକ, ଯୁଗ୍ମ ସଚିବ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ
  19. ଦୀନକୃଷ୍ଣ କର, ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ
  20.  ପ୍ରତାପ କୁମାର ମିଶ୍ର, ସ୍ୱତନ୍ତ୍ର ସଚିବ, ସାଧାରଣ ଉଦ୍ୟୋଗ ବିଭାଗ
  21.  ସୁକାନ୍ତ କୁମାର ବେହେରା, ସଚିବ, ଓଡ଼ିଶା ମାନବାଧିକାର କମିଶନ
  22. କୃତିବାସ ରାଉତ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ
  23. ବିବେକାନନ୍ଦ ସାହୁ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ
  24. ବିଥିକା ସ୍ୱାଇଁ, ଅତିରିକ୍ତ କମିଶନର, ଚକବନ୍ଦୀ ଓ ବନ୍ଦୋବସ୍ତ,ବାଲେଶ୍ୱର
  25. ସବ୍ୟସାଚୀ ହୋତା, ଜେନେରାଲ ମ୍ୟାନେଜର, ଓକାକ୍‌, ଭୁବନେଶ୍ୱର
  26. ଚିନ୍ମୟ କୁମାର ଆଚାର୍ଯ୍ୟ, ଯୁଗ୍ମ ସଚିବ, ସଂସଦୀୟ ବ୍ୟାପାର

Related posts