Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅନ୍ତର୍ଜାତିକ ଲାୟନ୍ସ କ୍ଲବ ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରିକ୍ଷା
ଆଞ୍ଚଳିକ

ଅନ୍ତର୍ଜାତିକ ଲାୟନ୍ସ କ୍ଲବ ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରିକ୍ଷା

August 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଅନ୍ତର୍ଜାତିକ ଲାୟନ୍ସ କ୍ଲବ ଆନୁକୁଲ୍ୟରେ ବ୍ରହ୍ମପୁର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଗୋସାଇଁ ନୂଆଗାଁ ଠାରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମଡର୍ଣ୍ଣ ଆଇ କେଆର ବ୍ରହ୍ମପୁର ଏବଂ ଶ୍ରୀ ଡେଣ୍ଟାଲ କେଆର ବ୍ରହ୍ମପୁର ଏହି ସ୍ବାସ୍ଥ୍ୟ ପରିକ୍ଷା ଶିବିରରେ ଯଥାକ୍ରମେ ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରିକ୍ଷା କରି ଆବଶ୍ୟକ ଡାକ୍ତରୀ ପରାମର୍ଶ ଦେଇଥିଲେ। ଲାୟନ୍ସ ଜିଲ୍ଲା ୩୨୨ସି୪ ତରଫରୁ ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଲାୟନ ସରସ୍ଵତୀ ପାତ୍ର ଏହାର ଉଦ୍ଘାଟନ କରିଥିଲେ।

ଲାୟନ୍ସ ଜିଲ୍ଲା ତରଫରୁ ମିନାକ୍ଷୀ ଦାସ, ମାୟା ସ୍ବାଇଁ, ସୁରେଶ ପାଢୀ ଓ ହରିହର ଦାସ (ପୂର୍ବତନ ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଦ୍ବୟ), ପ୍ରଦୀପ ମଣ୍ଡଳ, ଧର୍ମା ରାଓ ଜନସମ୍ପର୍କ ଅଧିକାରୀ, ସୌମିକ ସାହୁ, ନବୀନ ସତପଥୀ, ଡ. ପୁଷ୍ପାଞ୍ଜଳୀ ପଢ଼ାଳ, ଡ. ବିନାୟକ ପଟ୍ଟନାୟକ, ଡ. ସନ୍ଧ୍ୟାରାଣୀ ଦାଶ, ଇଂ. ଲକ୍ଷ୍ମୀକାନ୍ତ ତ୍ରିପାଠୀ, ଆଇନଜୀବୀ (ଇଂ) ବିଜୟ ଚନ୍ଦ୍ର ମିଶ୍ର, କୁମୁଦିନୀ ଚୌଧୁରୀ, ନମିତା ରାଉତ, ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ସିମାଞ୍ଚଳ ପାତ୍ର ପ୍ରମୁଖ ଏହି ସ୍ବାସ୍ଥ୍ୟ ପରିକ୍ଷା ଶିବିରର ପରିଚାଳନା କରି ଏହାକୁ ସଫଳ କରାଇଥିଲେ।

ଏହି ଶିବିରର ଉଦ୍ଘାଟନ ସମୟରେ ସ୍କୁଲର ସଭାପତି ଶ୍ରୀଯୁକ୍ତ ଦାଶ, ସଂପାଦକ ପ୍ରକାଶ ଚନ୍ଦ୍ର ପାତ୍ର ପ୍ରମୁଖ ସହଯୋଗ କରିଥିଲେ।

ବ୍ରହ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ବସ୍ ସ୍କୁଟି ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Latest News

ରାଜକୋଟରେ ଟିମ୍ ଇଣ୍ଡିଆ ‘ସୁପର ଫ୍ଲପ୍’: ୭ ୱିକେଟରେ ପରାସ୍ତ କଲା ନ୍ୟୁଜିଲ୍ୟାଣ୍ଡ

January 14, 2026

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.